Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 5:1 - ପବିତ୍ର ବାଇବଲ

1 ଏଥି ମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଏବନ୍-ଏଜରରୁ ଅ‌ସ୍‌ଦୋଦକୁ ନେଇ ଯାଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଥି ମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ଵରଙ୍କ ସିନ୍ଦୁକ ନେଇ ଏବନ୍-ଏଜରରୁ ଅସ୍ଦୋଦକୁ ଯାଇଥିଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥି ମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଏବନ୍‍-ଏଜରରୁ ଅସ୍‍ଦୋଦକୁ ଯାଇଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଏବନ୍‍-ଏଜରରୁ ଅସ୍ଦୋଦକୁ ଯାଇଥିଲେ।

Gade chapit la Kopi




1 ଶାମୁୟେଲ 5:1
12 Referans Kwoze  

ଶାମୁୟେଲ ଏକ ପଥର ପ୍ରତିଷ୍ଠା କଲେ। ସେ ଏହା କରିବାର ଉଦ୍ଦେଶ୍ୟ ଲୋକମାନଙ୍କୁ ସାହାଯ୍ୟ କରିବା ଏବଂ ସଦାପ୍ରଭୁଙ୍କର ସାହାଯ୍ୟ ମନେ ରଖିବା, ସେ ଏହି ପଥରକୁ ମି‌ସ୍‌ପୀ ଓ ଶେନ ମଧ୍ୟରେ ପ୍ରତିଷ୍ଠା କଲେ ଏହାର ନାମ “ସାହାଯ୍ୟକାରୀ ପଥର” ରଖିଲେ। ଶାମୁୟେଲ କହିଲେ, “ସଦାପ୍ରଭୁ ଆମ୍ଭକୁ ଏ ସ୍ଥାନରେ ସବୁ ପ୍ରକାର ସାହାଯ୍ୟ କରିଛନ୍ତି।”


ଆଉ ଶାମୁୟେଲର କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଲି ବୃଦ୍ଧ ହେଲେ, ତାଙ୍କର ପୁତ୍ରମାନେ ପରମେଶ୍ୱରଙ୍କ ବିରୁଦ୍ଧରେ କୁକାର୍ଯ୍ୟ କରି ଗ୍ଭଲିଲେ। ଏହା ପରେ ଇସ୍ରାଏଲୀୟମାନେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ। ସେମାନେ ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫ୍ରେକରେ ଛାଉଣି ସ୍ଥାପନ କଲେ।


ଏବଂ ସେ କହିଲା, “ଇସ୍ରାଏଲରୁ ଗୌରବ ଗ୍ଭଲିଯାଇଛି,” କାରଣ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ବହି ନିଆଗଲା।


ଶୀହୋରଠାରୁ ମିଶରର ସୀମାବର୍ତ୍ତୀ ଇକ୍ରୋଣ ଓ ତା'ର ଉତ୍ତରାଞ୍ଚଳକୁ ବର୍ତ୍ତମାନ ପର୍ଯ୍ୟନ୍ତ ତୁମ୍ଭେ ନିୟନ୍ତ୍ରଣକୁ ନେଇ ନାହଁ। ବର୍ତ୍ତମାନ ସୁଦ୍ଧା ସେହି ଦେଶ କିଣାନୀୟମାନଙ୍କର ଅଟେ। ଏହି ପାଞ୍ଚ ଜଣଙ୍କୁ ଯଥା: ଗାଜା, ଅସଦୋଦ୍, ଅସ୍କିଲୋନ, ଗାଥ୍ ଓ ଇକ୍ରୋଣର ନେତାଗଣଙ୍କୁ ତୁମ୍ଭଙ୍କୁ ପରାସ୍ତ କରିବାକୁ ହେବ।


କିନ୍ତୁ ଫିଲି‌ପ୍‌ପ ଅ‌ଷ୍‌‌ଦୋଦ ନଗରରେ ଦେଖା ଦେଲେ ଓ କାଇସରୀଆ ନଗରକୁ ଯିବା ବାଟରେ ସବୁ ସହରରେ ଲୋକମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର କରି ଗ୍ଭଲିଲେ।


ପୁଣି ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ଧରିଲେ। ଆଉ ଏଲିଙ୍କର ଦୁଇ ପୁତ୍ର ହ‌ଫ୍‌ନି ଓ ପୀନହସ୍ ହତ ହେଲେ।


ଇସ୍ରାଏଲ ସନ୍ତାନଗଣର ଦେଶରେ ଅନାକୀୟମାନଙ୍କର କେହି ହେଲେ ଜୀବିତ ରହିଲେ ନାହିଁ। କେବଳ ଘସାରେ ଗାଥ୍ ଓ ଅ‌‌ସ୍‌‌ଦୋଦରେ କେହି କେହି ରହିଗଲେ।


ସେ ତାଙ୍କର ଶକ୍ତିର ପ୍ରତୀକକୁ କରାୟତ୍ତ କରିବା ପାଇଁ ଦେଲେ। ସେ ତାଙ୍କର “ଗୌରବର ପ୍ରତୀକକୁ” ଶତ୍ରୁମାନଙ୍କ ଦ୍ୱାରା ନେଇଗଲେ।


ଅଶୂରର ରାଜା ସର୍ଗୋନାଙ୍କ ପ୍ରେରିତ ତର୍ତ୍ତନ ଅସଦୋଦ ନଗର ବିପକ୍ଷରେ ଯୁଦ୍ଧ କଲେ।


ତୁମ୍ଭେ ଅ‌‌ସ୍‌‌ଦୋଦର ଓ ମିଶର ରାଜପ୍ରାସାଦରେ ଏହି ବାର୍ତ୍ତା ଘୋଷଣା କର, “ଶମରିୟାର ପର୍ବତମାଳା ଶିଖରକୁ ଆସ ଏବଂ ସେଠାକାର କୋଳାହଳ ଓ ଦଙ୍ଗାକୁ ଦେଖ। ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ବହୁତ ନିଷ୍ଠୁର ଅଟନ୍ତି।


ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ପଲେଷ୍ଟୀୟମାନଙ୍କ ଦେଶରେ ସାତ ମାସ ରହିଲା।


Swiv nou:

Piblisite


Piblisite