Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 5:12 - ପବିତ୍ର ବାଇବଲ

12 ପୁଣି ଯେଉଁ ଲୋକମାନେ ମଲେ ନାହିଁ, ସେମାନେ ଅର୍ଶରୋଗରେ ପୀଡ଼ିତ ହେଲେ; ଆଉ ନଗରର ଆର୍ତ୍ତନାଦ ସ୍ୱର୍ଗକୁ ଉଠିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ଯେଉଁ ଲୋକମାନେ ମଲେ ନାହିଁ, ସେମାନେ ଅର୍ଶ ରୋଗରେ ପୀଡ଼ିତ ହେଲେ; ଆଉ ନଗରର ଆର୍ତ୍ତନାଦ ଆକାଶକୁ ଉଠିଲା।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ଯେଉଁ ଲୋକମାନେ ମଲେ ନାହିଁ, ସେମାନେ ଅର୍ଶ ରୋଗରେ ପୀଡ଼ିତ ହେଲେ; ଆଉ ନଗରର ଆର୍ତ୍ତନାଦ ଆକାଶକୁ ଉଠିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଯେଉଁ ଲୋକମାନେ ମଲେ ନାହିଁ, ସେମାନେ ଅର୍ଶ ରୋଗରେ ପୀଡ଼ିତ ହେଲେ; ଆଉ ନଗରର ଆର୍ତ୍ତନାଦ ଆକାଶକୁ ଉଠିଲା।

Gade chapit la Kopi




1 ଶାମୁୟେଲ 5:12
9 Referans Kwoze  

ସେହି ରାତ୍ରରେ ମିଶରର ପ୍ରତ୍ୟେକ ଗୃହରୁ ଜଣେ ଜଣେ ମରିଥିଲେ। ଫାରୋ ତାଙ୍କର କର୍ମଗ୍ଭରୀ ଓ ସେ ଦେଶର ସମସ୍ତ ଲୋକ କ୍ରନ୍ଦନ କରିବାକୁ ଲାଗିଲେ।


ସଦାପ୍ରଭୁଙ୍କର ଦିନଟି ଏପରି ସମୟ ହେବ, ଯେତେବେଳେ ଜଣେ ବ୍ୟକ୍ତି ସିଂହ ମୁହଁରୁ ରକ୍ଷା ପାଇ ଭାଲୁ ଦ୍ୱାରା ଆକ୍ରମିତ ହୁଏ କି ନିଜ ଘରର କାନ୍ଥରେ ହାତ ରଖି ବିଶ୍ରାମ ନେବା ସମୟରେ ଦନ୍ତଘାତ ହୁଏ।


ହୋରୋନୟିମଠାରୁ କ୍ରନ୍ଦନର ଓ ମହାବିନାଶର ଶବ୍ଦ ଶୁଣ।


ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର। ହେ ମେଷଗଣର ଅଧିପତିମାନେ, ତୁମ୍ଭେମାନେ ଭୂମିରେ ଗଡ଼। କାରଣ ତୁମ୍ଭମାନଙ୍କର ହତ୍ୟା ସମୟ ବର୍ତ୍ତମାନ ଆଗତ ହେଲା। ତୁମ୍ଭମାନଙ୍କୁ ଆମ୍ଭେ ଖଣ୍ଡ ଖଣ୍ଡ କରିବା। ତୁମ୍ଭେମାନେ ଭଗ୍ନପାତ୍ର ତୁଲ୍ୟ ବିକ୍ଷିପ୍ତ ହୋଇପଡ଼ିବ।


“ଯିହୁଦା ଶୋକ କରୁଅଛି ଓ ତାହାର ନଗରର ଲୋକମାନେ କ୍ଷୀଣ ହୋଇଅଛନ୍ତି। ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସିଛନ୍ତି ଓ ଯିରୁଶାଲମର ଲୋକମାନେ ସାହାଯ୍ୟ ପାଇଁ ଆର୍ତ୍ତଚିତ୍କାର କରୁଛନ୍ତି।


ତହିଁରେ ଯେଉଁ ଲୋକ ହସାୟେଲର ‌‌ଖ‌ଡ଼୍‌ଗରୁ ବଞ୍ଚିବ ଯେହୂ ତାକୁ ବଧ କରିବ ଓ ଯେ ଯେହୂର ‌‌ଖ‌ଡ଼୍‌ଗରୁ ବଞ୍ଚିବ ତାହାକୁ ଇଲୀଶାୟ ବଧ କରିବ।


“ଆସନ୍ତା କାଲି ଠିକ୍ ଏହି ସମୟରେ ମୁଁ ତୁମ୍ଭ ପାଖକୁ ଜଣେ ଲୋକ ପଠାଇବି। ସେ ବିନ୍ୟାମୀନୀୟ ବଂଶଧର। ତୁମ୍ଭେ ତାଙ୍କୁ ଇସ୍ରାଏଲୀୟମାନଙ୍କ ନେତା ରୂପେ ଅଭିଷିକ୍ତ କରିବ। ଏହି ଲୋକ ଇସ୍ରାଏଲୀୟମାନଙ୍କୁ ପଲେଷ୍ଟୀୟଙ୍କ କବଳରୁ ରକ୍ଷା କରିବ। କାରଣ ମୁଁ ମୋର ଲୋକମାନଙ୍କର ଯନ୍ତ୍ରଣା ଦେଖିଛି। ମୁଁ ସେମାନଙ୍କର କ୍ରନ୍ଦନ ଶୁଣିଅଛି।”


ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ପଲେଷ୍ଟୀୟମାନଙ୍କ ଦେଶରେ ସାତ ମାସ ରହିଲା।


Swiv nou:

Piblisite


Piblisite