1 ଶାମୁୟେଲ 5:2 - ପବିତ୍ର ବାଇବଲ2 ତହିଁ ଉତ୍ତାରୁ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇ ଦାଗୋନ୍ ମନ୍ଦିରକୁ ଆଣି ଦାଗୋନ୍ ଦେବତା ନିକଟରେ ରଖିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ତହିଁ ଉତ୍ତାରୁ ପଲେଷ୍ଟୀୟମାନେ ପରମେଶ୍ଵରଙ୍କ ସିନ୍ଦୁକ ନେଇ ଦାଗୋନ୍ ମନ୍ଦିରକୁ ଆଣି ଦାଗୋନ୍ ଦେବତା ନିକଟରେ ରଖିଲେ। Gade chapit laଓଡିଆ ବାଇବେଲ2 ତହିଁ ଉତ୍ତାରୁ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଦାଗୋନ୍ ମନ୍ଦିରକୁ ଆଣି ଦାଗୋନ୍ ଦେବତା ନିକଟରେ ରଖିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁ ଉତ୍ତାରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଦାଗୋନ୍ ମନ୍ଦିରକୁ ଆଣି ଦାଗୋନ୍ ଦେବତା ନିକଟରେ ରଖିଲେ। Gade chapit la |
ଆପଣ ନମ୍ର ହେବା ପରିବର୍ତ୍ତେ ସ୍ୱର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରୌପ୍ୟ ପାତ୍ରରେ ଆପଣ, ଆପଣଙ୍କ ଅମାତ୍ୟଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମାରେ ଦେବଗଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସେମାନଙ୍କର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।