Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 6:1 - ପବିତ୍ର ବାଇବଲ

1 ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ପଲେଷ୍ଟୀୟମାନଙ୍କ ଦେଶରେ ସାତ ମାସ ରହିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସଦାପ୍ରଭୁଙ୍କ ସିନ୍ଦୁକ ପଲେଷ୍ଟୀୟମାନଙ୍କ ଦେଶରେ ସାତ ମାସ ରହିଲା।

Gade chapit la Kopi

ଓଡିଆ ବାଇବେଲ

1 ସଦାପ୍ରଭୁଙ୍କ ସିନ୍ଦୁକ ପଲେଷ୍ଟୀୟମାନଙ୍କ ଦେଶରେ ସାତ ମାସ ରହିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସଦାପ୍ରଭୁଙ୍କ ସିନ୍ଦୁକ ପଲେଷ୍ଟୀୟମାନଙ୍କ ଦେଶରେ ସାତ ମାସ ରହିଲା।

Gade chapit la Kopi




1 ଶାମୁୟେଲ 6:1
6 Referans Kwoze  

ସେ ତାଙ୍କର ଶକ୍ତିର ପ୍ରତୀକକୁ କରାୟତ୍ତ କରିବା ପାଇଁ ଦେଲେ। ସେ ତାଙ୍କର “ଗୌରବର ପ୍ରତୀକକୁ” ଶତ୍ରୁମାନଙ୍କ ଦ୍ୱାରା ନେଇଗଲେ।


ତହିଁ ପରଦିନ ଅ‌ସ୍‌ଦୋଦର ଲୋକମାନେ ଶୀଘ୍ର ଉଠିଲେ ଏବଂ ଦେଖିଲେ, ଦାଗୋ‌ନ୍‌ର ମୂର୍ତ୍ତି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁମାଡ଼ି ଭୂମିରେ ପଡ଼ିଅଛି। ଦାଗୋ‌ନ୍‌ର ଲୋକମାନେ ପୁନର୍ବାର ଉଠାଇ ସ୍ୱସ୍ଥାନରେ ରଖିଲେ।


ଏଥି ମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଏବନ୍-ଏଜରରୁ ଅ‌ସ୍‌ଦୋଦକୁ ନେଇ ଯାଇଥିଲେ।


ପୁଣି ଯେଉଁ ଲୋକମାନେ ମଲେ ନାହିଁ, ସେମାନେ ଅର୍ଶରୋଗରେ ପୀଡ଼ିତ ହେଲେ; ଆଉ ନଗରର ଆର୍ତ୍ତନାଦ ସ୍ୱର୍ଗକୁ ଉଠିଲା।


ତା'ପରେ ସେମାନେ ସେମାନଙ୍କର ଯାଜକମାନଙ୍କୁ, ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, “ପରମେଶ୍ୱରଙ୍କ ସିନ୍ଦୁକ ସହ ଆମ୍ଭେ କ’ଣ କରିବାକୁ ହେବ?” ଦୟାକରି ଆମ୍ଭମାନଙ୍କୁ ଜଣାଅ, କିପରି ଭାବରେ ଏହାକୁ ଫେରାଇବାକୁ ହେବ।


Swiv nou:

Piblisite


Piblisite