1 ଶାମୁୟେଲ 6:13 - ପବିତ୍ର ବାଇବଲ13 ସେହି ସମୟରେ ବୈଥ୍-ଶେମଶର ଲୋକମାନେ ତଳଭୂମିରେ ଗହମ ଅମଳ କରୁଥିଲେ, ଯେତେବେଳେ ସେମାନେ ଆଖି ଉଠାଇଲେ, ସେମାନେ ପବିତ୍ର ସିନ୍ଦୁକ ଦେଖିଲେ ଓ ଆନନ୍ଦିତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ସେହି ସମୟରେ ବୈଥ୍-ଶେମଶର ଲୋକମାନେ ତଳଭୂମିରେ ଆପଣାମାନଙ୍କ ଗହମ କାଟୁଥିଲେ; ପୁଣି ସେମାନେ ଅନାଇ ସିନ୍ଦୁକ ଦେଖିଲେ ଓ ତାହା ଦେଖି ଆନନ୍ଦିତ ହେଲେ। Gade chapit laଓଡିଆ ବାଇବେଲ13 ସେହି ସମୟରେ ବେଥ୍-ଶେମଶର ଲୋକମାନେ ତଳଭୂମିରେ ଆପଣାମାନଙ୍କ ଗହମ କାଟୁଥିଲେ; ପୁଣି, ସେମାନେ ଅନାଇ ସିନ୍ଦୁକ ଦେଖିଲେ ଓ ତାହା ଦେଖି ଆନନ୍ଦିତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେହି ସମୟରେ ବେଥ୍-ଶେମଶର ଲୋକମାନେ ତଳଭୂମିରେ ଆପଣାମାନଙ୍କ ଗହମ କାଟୁଥିଲେ; ପୁଣି, ସେମାନେ ଅନାଇ ସିନ୍ଦୁକ ଦେଖିଲେ ଓ ତାହା ଦେଖି ଆନନ୍ଦିତ ହେଲେ। Gade chapit la |
ଏବଂ ବୈଥ୍-ଶେମଶରେ ଯିହୋଶୂୟ ନାମକ ଜଣେ ଲୋକର କ୍ଷେତ୍ରରେ ଶଗଡ଼ଟି ପହଞ୍ଚିଲାପରେ, ଏହା ଏକ ବିରାଟ ପଥର ନିକଟରେ ଅଟକି ଗଲା। ଲେବୀୟମାନେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକକୁ ଓ ଥଳି ଭିତରେ ଥିବା ସୁବର୍ଣ୍ଣର ନକ୍ସାକୁ ବିରାଟ ପଥର ଉପରେ ରଖିଲେ। ତା'ପରେ ବୈଥ୍-ଶେମଶୀର ଲୋକମାନେ ଶଗଡ଼ଟିକୁ କାଟିଲେ ଏବଂ ଗାଈ ଦୁଇଟିକୁ ହତ୍ୟା କଲେ। ସେମାନେ ସେଗୁଡ଼ିକୁ ସଦାପ୍ରଭୁଙ୍କ ନିକଟରେ ବଳି ଦେଲେ। ସେହି ଦିନ ସେମାନେ ସଦାପ୍ରଭୁଙ୍କ ନିକଟରେ ହୋମବଳି ଉତ୍ସର୍ଗ କଲେ।