1 ଶାମୁୟେଲ 6:17 - ପବିତ୍ର ବାଇବଲ17 ଏହିପରି ଭାବରେ ପଲେଷ୍ଟୀୟମାନେ ସେମାନଙ୍କର ପାପ ପାଇଁ ପରମେଶ୍ୱରଙ୍କଠାରେ ସୁବର୍ଣ୍ଣର ଅର୍ବୁଦ ଉତ୍ସର୍ଗ କଲେ: ଅସଦୋଦ୍ ପାଇଁ ଗୋଟିଏ, ଘସା ପାଇଁ ଗୋଟିଏ, ଅସ୍କିଲୋନ ପାଇଁ ଗୋଟିଏ, ଗାଥ୍ ପାଇଁ ଗୋଟିଏ ଏବଂ ଇକ୍ରୋଣ ପାଇଁ ଗୋଟିଏ। Gade chapit laପବିତ୍ର ବାଇବଲ (Re-edited) - (BSI)17 ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଷାର୍ଥକ ଉପହାର ରୂପେ ଏହିସବୁ ସ୍ଵର୍ଣ୍ଣମୟ ଅର୍ଶ ପଠାଇଥିଲେ; ଯଥା, ଅସ୍ଦୋଦ୍ ପାଇଁ ଏକ, ଘସା ପାଇଁ ଏକ, ଅସ୍କିଲୋନ ପାଇଁ ଏକ, ଗାଥ୍ ପାଇଁ ଏକ, ଇକ୍ରୋଣ ପାଇଁ ଏକ; Gade chapit laଓଡିଆ ବାଇବେଲ17 ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଷାର୍ଥକ ଉପହାର ରୂପେ ଏହିସବୁ ସ୍ୱର୍ଣ୍ଣମୟ ଅର୍ଶ ପଠାଇଥିଲେ; ଯଥା, ଅସ୍ଦୋଦ ପାଇଁ ଏକ, ଘସା ପାଇଁ ଏକ, ଅସ୍କିଲୋନ ପାଇଁ ଏକ, ଗାଥ୍ ପାଇଁ ଏକ, ଇକ୍ରୋଣ ପାଇଁ ଏକ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଷାର୍ଥକ ଉପହାର ରୂପେ ଏହିସବୁ ସ୍ୱର୍ଣ୍ଣମୟ ଅର୍ଶ ପଠାଇଥିଲେ; ଯଥା, ଅସ୍ଦୋଦ ପାଇଁ ଏକ, ଘସା ପାଇଁ ଏକ, ଅସ୍କିଲୋନ ପାଇଁ ଏକ, ଗାଥ୍ ପାଇଁ ଏକ, ଇକ୍ରୋଣ ପାଇଁ ଏକ; Gade chapit la |
ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ରିତ କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବିଷୟରେ ଆମ୍ଭେମାନେ କ’ଣ କରିବା?” ତହିଁରେ ସେମାନେ ଉତ୍ତର ଦେଇ କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଗାଥ୍କୁ ନିଆଯାଉ।” ତା'ପରେ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇଗଲେ।