1 ଶାମୁୟେଲ 6:19 - ପବିତ୍ର ବାଇବଲ19 ବୈଥ୍-ଶେମଶୀୟ ଲୋକମାନେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକକୁ ଅନାଇବାରୁ ସେ ସେମାନଙ୍କୁ ହତ୍ୟା କଲେ, ବୈଥ୍-ଶେମଶର ଲୋକମାନଙ୍କ ମଧ୍ୟରୁ ସତୁରି ଜଣ ହତ୍ୟା ହେଲେ। ପୁଣି ପରମେଶ୍ୱର ସେମାନଙ୍କୁ ଭୟଙ୍କର ଭାବରେ ଦଣ୍ତିତ କରିଥିବାର ଲୋକମାନେ ବିଳାପ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ପୁଣି ବୈଥ୍-ଶେମଶୀୟ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକକୁ ଅନାଇବାରୁ ସେ ସେମାନଙ୍କୁ ବଧ କଲେ। ଲୋକମାନଙ୍କ ମଧ୍ୟରୁ ସତୁରି ଜଣ, ଅର୍ଥାତ୍, ହଜାରକେ ପଚାଶ ଜଣ ବଧ କଲେ; ପୁଣି ସଦାପ୍ରଭୁ ମହାସଂହାରରେ ଲୋକମାନଙ୍କର ସଂହାର କରିବାରୁ ସେମାନେ ବିଳାପ କଲେ। Gade chapit laଓଡିଆ ବାଇବେଲ19 ପୁଣି, ବେଥ୍-ଶେମଶୀୟ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକକୁ ଅନାଇବାରୁ ସେ ଲୋକମାନଙ୍କ ମଧ୍ୟରୁ ସତୁରି ଜଣଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହାସଂହାରରେ ଲୋକମାନଙ୍କର ସଂହାର କରିବାରୁ ସେମାନେ ବିଳାପ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ବେଥ୍-ଶେମଶୀୟ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକକୁ ଅନାଇବାରୁ ସେ ଲୋକମାନଙ୍କ ମଧ୍ୟରୁ ସତୁରି ଜଣଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହାସଂହାରରେ ଲୋକମାନଙ୍କର ସଂହାର କରିବାରୁ ସେମାନେ ବିଳାପ କଲେ। Gade chapit la |
“ଏହିରୂପେ ଯେତେବେଳେ ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସମସ୍ତ ଆସବାବ ଦ୍ରବ୍ୟ ଢାଙ୍କି ଦେବେ। ତାହାପରେ କହାତ ପୁତ୍ରଗଣ ତାହା ବହନ କରିବା ପାଇଁ ଆସିବା ଉଚିତ୍। ସେଥିପାଇଁ ସେମାନେ ନିଶ୍ଚୟ କୌଣସି ପବିତ୍ର ବସ୍ତ୍ର ସ୍ପର୍ଶ କରିବେ ନାହିଁ, ନ ହେଲେ ସମାନେ ମୃତ୍ୟୁବରଣ କରିବେ। ପବିତ୍ର ତମ୍ବୁରେ ଏହା ହିଁ କହାତ ପୁତ୍ରଗଣର କର୍ତ୍ତବ୍ୟ ହେବ।
କେତେକ ଲୋକ, ନିଜକୁ ନମ୍ର ବୋଲି ଦେଖାନ୍ତି ଓ ସ୍ୱର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସେମାନେ ସବୁବେଳେ ଦେଖିଥିବା ଦର୍ଶନ ବିଷୟରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, “ତୁମ୍ଭେମାନେ ଦର୍ଶନ କରୁ ନାହଁ, ସ୍ୱର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍।” ଏହି ଲୋକ ପ୍ରକୃତରେ କେବଳ ମନୁଷ୍ୟମାନଙ୍କ ବିଗ୍ଭରରେ ବୁଡ଼ି ରହିଥିବାରୁ ଓ ପରମେଶ୍ୱରଙ୍କ କଥା ବିଗ୍ଭର ନ କରୁଥିବାରୁ ବୃଥାରେ ଗର୍ବ କରନ୍ତି।