Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 7:1 - ପବିତ୍ର ବାଇବଲ

1 ଅନନ୍ତର କିରିୟଥ-ଯିୟାରୀମୀୟ ଲୋକମାନେ ଆସିଲେ ଏବଂ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ନେଇଗଲେ। ସେମାନେ ପର୍ବତସ୍ଥିତ ଅବୀନାଦବର ଗୃହକୁ ତାହା ଆଣିଲେ। ସଦାପ୍ରଭୁଙ୍କ ସିନ୍ଦୁକ ଜଗିବାକୁ ତା'ର ପୁତ୍ର ଇଲିୟାସରକୁ ବିଶେଷ ଉତ୍ସବ ମାଧ୍ୟମରେ ପବିତ୍ର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର କିରୀୟଥ୍-ଯିୟାରୀମୀୟ ଲୋକମାନେ ଆସି ସଦାପ୍ରଭୁଙ୍କ ସିନ୍ଦୁକ ନେଇଯାଇ ପର୍ବତସ୍ଥିତ ଅବୀନାଦବର ଗୃହରେ ରଖିଲେ; ପୁଣି ସଦାପ୍ରଭୁଙ୍କ ସିନ୍ଦୁକ-ରକ୍ଷାର୍ଥେ ତାହାର ପୁତ୍ର ଇଲୀୟାସରକୁ ପବିତ୍ର କଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ କିରୀୟଥ୍‍-ଯିୟାରୀମୀୟ ଲୋକମାନେ ଆସି ସଦାପ୍ରଭୁଙ୍କ ସିନ୍ଦୁକ ନେଇଯାଇ ପର୍ବତସ୍ଥିତ ଅବୀନାଦବର ଗୃହରେ ରଖିଲେ; ପୁଣି, ସଦାପ୍ରଭୁଙ୍କ ସିନ୍ଦୁକରକ୍ଷାର୍ଥେ ତାହାର ପୁତ୍ର ଇଲୀୟାସରକୁ ପବିତ୍ର କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ କିରୀୟଥ୍‍-ଯିୟାରୀମୀୟ ଲୋକମାନେ ଆସି ସଦାପ୍ରଭୁଙ୍କ ସିନ୍ଦୁକ ନେଇଯାଇ ପର୍ବତସ୍ଥିତ ଅବୀନାଦବର ଗୃହରେ ରଖିଲେ; ପୁଣି, ସଦାପ୍ରଭୁଙ୍କ ସିନ୍ଦୁକରକ୍ଷାର୍ଥେ ତାହାର ପୁତ୍ର ଇଲୀୟାସରକୁ ପବିତ୍ର କଲେ।

Gade chapit la Kopi




1 ଶାମୁୟେଲ 7:1
9 Referans Kwoze  

ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର। ବାବିଲରୁ ବାହାରି ଯାଅ, ଅଶୁଚି ବସ୍ତୁ ଛୁଅ ନାହିଁ। ତୁମ୍ଭେମାନେ ତା'ମଧ୍ୟରୁ ଗ୍ଭଲିଯାଅ। ହେ ସଦାପ୍ରଭୁଙ୍କ ଯାଜକଗଣ, ତୁମ୍ଭେମାନେ ଶୁଚି ହୁଅ।


ଦେଖ ଆମ୍ଭେମାନେ ଇଫ୍ରାଥାରେ ନିୟମ-ସିନ୍ଦୁକ ବିଷୟରେ ଶୁଣିଲୁ। ଆମ୍ଭେମାନେ ବିନମ୍ର କ୍ଷେତ୍ରରେ ଏହାକୁ ପାଇଲୁ।


ତହୁଁ ସେମାନେ କିରିୟଥ୍-ଯିୟାରୀମୀୟ ନିକଟକୁ ଦୂତଗଣଙ୍କୁ ପଠାଇ କହିଲେ, “ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ଫେରାଇ ଦେଇଛନ୍ତି। ତୁମ୍ଭେମାନେ ଆସ ଓ ତୁମ୍ଭମାନଙ୍କ ସହିତ ଏହାକୁ ତୁମ୍ଭମାନଙ୍କର ନଗରକୁ ନେଇ ଯାଅ।”


ସେଠାରୁ ସେ ସୀମା ଲାଗି ରହିଲା। ପଶ୍ଚିମରେ ବୈଥୋରୋଣ ଦକ୍ଷିଣାସ୍ଥିତ ପର୍ବତଠାରୁ ଦକ୍ଷିଣ ଆଡ଼େ ଯିହୁଦା ସନ୍ତାନଗଣର କିରିୟଥ-ବାଲ୍ ବା କିରିୟଥ-ଯିୟାରୀମ୍ ନାମକ ଏକ ନଗର ପର୍ଯ୍ୟନ୍ତ। ଏହା ଥିଲା ସେମାନଙ୍କର ପଶ୍ଚିମ ସୀମା।


ତେଣୁ ଇସ୍ରାଏଲର ଲୋକମାନେ ସେ ଲୋକମାନେ ଯେଉଁଠାରେ ବାସ କରୁଥିଲେ, ସେହି ସ୍ଥାନକୁ ଗଲେ ଏବଂ ତୃତୀୟ ଦିନ, ଗିବିୟୋନ, କଫୀରା, ବେରୋତ୍ ଓ କିରିୟ‌‌ତ୍‌‌ଯିଆରିମ୍ ନଗରମାନଙ୍କୁ ଆସିଲେ।


ସଦାପ୍ରଭୁଙ୍କ ସିନ୍ଦୁକ କିରିୟଥ୍-ଯିୟାରୀମରେ କୋଡ଼ିଏ ବର୍ଷ ରହିଲା। ଇସ୍ରାଏଲର ସମସ୍ତ ଲୋକମାନେ ପୁନର୍ବାର ସଦାପ୍ରଭୁଙ୍କୁ ଅନୁସରଣ କରିବା ଆରମ୍ଭ କଲେ।


ଆମ୍ଭେମାନେ ଯିରୁଶାଲମରେ ଆମ୍ଭମାନଙ୍କ ନିକଟକୁ ନିୟମ-ସିନ୍ଦୁକକୁ ଫେରାଇ ଆଣିବା। ଶାଉଲ ରାଜା ଥିବା ସମୟରେ ଆମ୍ଭେମାନେ ନିୟମସିନ୍ଦୁକ ପ୍ରତି ଯତ୍ନଶୀଳ ହୋଇ ନାହୁଁ।”


Swiv nou:

Piblisite


Piblisite