Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 7:11 - ପବିତ୍ର ବାଇବଲ

11 ଇସ୍ରାଏଲୀୟମାନେ ମି‌ସ୍‌ପୀରୁ ପଲେଷ୍ଟୀୟଙ୍କୁ ଅନୁଧାବନ କଲେ। ସେମାନେ ବୈଥ୍-କର ପର୍ଯ୍ୟନ୍ତ ସେମାନଙ୍କୁ ଅନୁଧାବନ କଲେ। ସେମାନେ ପଲେଷ୍ଟୀୟ ସୈନ୍ୟମାନଙ୍କୁ ସେହି ରାସ୍ତାରେ ହତ୍ୟା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହୁଁ ଇସ୍ରାଏଲ ଲୋକମାନେ ମିସ୍ପୀରୁ ବାହାରି ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇ ବୈଥ୍-କର ତଳ ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।

Gade chapit la Kopi

ଓଡିଆ ବାଇବେଲ

11 ତହୁଁ ଇସ୍ରାଏଲ ଲୋକମାନେ ମିସ୍ପାରୁ ବାହାରି ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇ ବେଥ୍-କର ତଳ ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହୁଁ ଇସ୍ରାଏଲ ଲୋକମାନେ ମିସ୍ପାରୁ ବାହାରି ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇ ବେଥ୍-କର ତଳ ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।

Gade chapit la Kopi




1 ଶାମୁୟେଲ 7:11
3 Referans Kwoze  

ଶାମୁୟେଲ ନୈବେଦ୍ୟ ଦ‌ଗ୍‌ଧ କରିବା ସମୟରେ ପଲେଷ୍ଟୀୟମାନେ ଯୁଦ୍ଧ କରିବା ପାଇଁ ଆସିଲେ କିନ୍ତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ଆଗରେ ଖୁବ୍ ଜୋ‌ର୍‌ରେ କୋଳାହଳ କଲେ ଏବଂ ପଲେଷ୍ଟୀୟମାନେ ଡରିଗଲେ ଓ ଦ୍ୱନ୍ଦରେ ପଡ଼ିଗଲେ, ସେଥିପାଇଁ ଇସ୍ରାଏଲୀୟମାନେ ସେମାନଙ୍କୁ ପରାସ୍ତ କଲେ।


ଶାମୁୟେଲ ଏକ ପଥର ପ୍ରତିଷ୍ଠା କଲେ। ସେ ଏହା କରିବାର ଉଦ୍ଦେଶ୍ୟ ଲୋକମାନଙ୍କୁ ସାହାଯ୍ୟ କରିବା ଏବଂ ସଦାପ୍ରଭୁଙ୍କର ସାହାଯ୍ୟ ମନେ ରଖିବା, ସେ ଏହି ପଥରକୁ ମି‌ସ୍‌ପୀ ଓ ଶେନ ମଧ୍ୟରେ ପ୍ରତିଷ୍ଠା କଲେ ଏହାର ନାମ “ସାହାଯ୍ୟକାରୀ ପଥର” ରଖିଲେ। ଶାମୁୟେଲ କହିଲେ, “ସଦାପ୍ରଭୁ ଆମ୍ଭକୁ ଏ ସ୍ଥାନରେ ସବୁ ପ୍ରକାର ସାହାଯ୍ୟ କରିଛନ୍ତି।”


ସଦାପ୍ରଭୁ ସୈନ୍ୟବାହିନୀକୁ ଦ୍ୱନ୍ଦରେ ପକାଇଲେ, ଯେତେବେଳେ ଇସ୍ରାଏଲୀୟମାନେ ସେମାନଙ୍କୁ ଆକ୍ରମଣ କଲେ। ତେଣୁ ଇସ୍ରାଏଲୀୟମାନେ ସେମାନଙ୍କ ଉପରେ ବିଜୟ ଲାଭ କଲେ। ଇସ୍ରାଏଲୀୟମାନେ ଗିବିୟୋନଠାରୁ ଆକ୍ରମଣ କରି ବୈଥୋରୋଣ ପର୍ଯ୍ୟନ୍ତ ଗୋଡ଼ାଇଲେ, ଆଉ ଅସେକା ଓ ମ‌କ୍‌କେଦା ପର୍ଯ୍ୟନ୍ତ ରାସ୍ତାରେ ସେମାନଙ୍କୁ ପରାସ୍ତ କଲେ।


Swiv nou:

Piblisite


Piblisite