Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 7:7 - ପବିତ୍ର ବାଇବଲ

7 ପଲେଷ୍ଟୀୟମାନେ ଶୁଣିଲେ ଯେ ଇସ୍ରାଏଲୀୟମାନେ ମି‌ସ୍‌ପୀରେ ମିଳିତ ହେଉଛନ୍ତି। ତେଣୁ ପଲେଷ୍ଟୀୟର ଶାସକ ଇସ୍ରାଏଲୀୟମାନଙ୍କ ବିପକ୍ଷରେ ଯୁଦ୍ଧ କରିବାକୁ ଆଗେଇ ଆସିଲେ। ଯେତେବେଳେ ଇସ୍ରାଏଲୀୟମାନେ ଏହା ଶୁଣିଲେ, ସେମାନେ ଭୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏଥି ମଧ୍ୟରେ ଇସ୍ରାଏଲ-ସନ୍ତାନଗଣ ମିସ୍ପୀରେ ଏକତ୍ରିତ ହୋଇଅଛନ୍ତି, ପଲେଷ୍ଟୀୟମାନେ ଏହି କଥା ଶୁଣନ୍ତେ, ପଲେଷ୍ଟୀୟମାନଙ୍କ ଅଧିପତିଗଣ ଇସ୍ରାଏଲ ବିରୁଦ୍ଧରେ ଉଠି ଆସିଲେ। ତହିଁରେ ଇସ୍ରାଏଲ-ସନ୍ତାନଗଣ ତାହା ଶୁଣି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଭୀତ ହେଲେ।

Gade chapit la Kopi

ଓଡିଆ ବାଇବେଲ

7 ଏଥି ମଧ୍ୟରେ ଇସ୍ରାଏଲ ସନ୍ତାନଗଣ ମିସ୍ପାରେ ଏକତ୍ରିତ ହୋଇଅଛନ୍ତି, ପଲେଷ୍ଟୀୟମାନେ ଏହି କଥା ଶୁଣନ୍ତେ, ପଲେଷ୍ଟୀୟମାନଙ୍କ ଅଧିପତିଗଣ ଇସ୍ରାଏଲ ବିରୁଦ୍ଧରେ ଉଠି ଆସିଲେ। ତହିଁରେ ଇସ୍ରାଏଲ ସନ୍ତାନଗଣ ତାହା ଶୁଣି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଭୀତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିମଧ୍ୟରେ ଇସ୍ରାଏଲ-ସନ୍ତାନଗଣ ମିସ୍ପାରେ ଏକତ୍ରିତ ହୋଇଅଛନ୍ତି, ପଲେଷ୍ଟୀୟମାନେ ଏହି କଥା ଶୁଣନ୍ତେ, ପଲେଷ୍ଟୀୟମାନଙ୍କ ଅଧିପତିଗଣ ଇସ୍ରାଏଲ ବିରୁଦ୍ଧରେ ଉଠି ଆସିଲେ। ତହିଁରେ ଇସ୍ରାଏଲ-ସନ୍ତାନଗଣ ତାହା ଶୁଣି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଭୀତ ହେଲେ।

Gade chapit la Kopi




1 ଶାମୁୟେଲ 7:7
4 Referans Kwoze  

ଯେତେବେଳେ ଶାଉଲ ଓ ଇସ୍ରାଏଲୀୟମାନେ ପଲେଷ୍ଟୀୟର ଏହି ସକଳ କଥା ଶୁଣନ୍ତେ। ସେମାନେ ହତାଶ ହେଲେ ଓ ଅତିଶୟ ଭୟ କଲେ।


ଇସ୍ରାଏଲୀୟମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ। ଏଣୁ ଏମାନେ ଗୁମ୍ଫା, ପଥରଖୋଲ, ଶୈଳ, କୂପ ଓ ଅନ୍ୟାନ୍ୟ ଗାତ୍ରରେ ଆତ୍ମଗୋପନ କଲେ।


ଯିହୋଶାଫଟ୍ ଏହା ଶୁଣି ଭୟଭୀତ ହୋଇପଡ଼ିଲେ ଓ କ’ଣ କରିବାକୁ ହେବ, ତାହା ସଦାପ୍ରଭୁଙ୍କୁ ପଗ୍ଭରିବା ନିମନ୍ତେ ସ୍ଥିର କଲେ, ସେ ସାରା ଯିହୁଦାରେ ଉପବାସର ସମୟ ଘୋଷଣା କଲେ।


ଇସ୍ରାଏଲୀୟମାନେ ଦେଖିଲେ, ଫାରୋ ଏବଂ ତାଙ୍କର ସୈନ୍ୟମାନେ ସେମାନଙ୍କ ଆଡ଼କୁ ଆସୁଛନ୍ତି। ସେମାନେ ତାଙ୍କୁ ଦେଖି ଅତ୍ୟନ୍ତ ଭୟଭୀତ ହୋଇଗଲେ। ସେମାନେ ସଦାପ୍ରଭୁଙ୍କୁ ଡାକିଲେ।


Swiv nou:

Piblisite


Piblisite