Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 7:8 - ପବିତ୍ର ବାଇବଲ

8 ଇସ୍ରାଏଲୀୟମାନେ ଶାମୁୟେଲଙ୍କୁ କହିଲେ, “ଆମ୍ଭମାନଙ୍କ ପାଇଁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ବନ୍ଦ କର ନାହିଁ, ପଲେଷ୍ଟୀୟଙ୍କ କବଳରୁ ଆମକୁ ରକ୍ଷା କରିବାକୁ ପରମେଶ୍ୱରଙ୍କୁ ଗୁହାରି କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ଇସ୍ରାଏଲ-ସନ୍ତାନଗଣ ଶାମୁୟେଲଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯେପରି ଆମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ରକ୍ଷା କରିବେ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ତାହାଙ୍କ ଛାମୁରେ କ୍ରନ୍ଦନ କରିବାରୁ ନିରସ୍ତ ନ ହୁଅ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ଇସ୍ରାଏଲ ସନ୍ତାନଗଣ ଶାମୁୟେଲଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ରକ୍ଷା କରିବେ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ତାହାଙ୍କ ଛାମୁରେ କ୍ରନ୍ଦନ କରିବାରୁ ନିରସ୍ତ ନ ହୁଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ଇସ୍ରାଏଲ-ସନ୍ତାନଗଣ ଶାମୁୟେଲଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ରକ୍ଷା କରିବେ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ତାହାଙ୍କ ଛାମୁରେ କ୍ରନ୍ଦନ କରିବାରୁ ନିରସ୍ତ ନ ହୁଅ।”

Gade chapit la Kopi




1 ଶାମୁୟେଲ 7:8
7 Referans Kwoze  

ହୋଇପାରେ ଜୀବନ୍ତ ପରମେଶ୍ୱରଙ୍କୁ ଧି‌କ୍‌କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‌ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣି ଅଛନ୍ତି, ତାହାପାଇଁ ଅନୁଯୋଗ କରିବେ। ଏଣୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ପାଇଁ ତୁମ୍ଭେ ପ୍ରାର୍ଥନା କର।”


ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ୱୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ୱର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତେବେଳେ ନିରନ୍ତର ପ୍ରାର୍ଥନା କରେ, ସେତେବେଳେ ମହାନ ଘଟଣାମାନ ଘଟିଥାଏ।


ମୁଁ ସିୟୋନକୁ ଭଲ ପାଏ, ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ ଯିରୁଶାଲମରେ ପ୍ରକଟ ନ ହୋଇଛି, ସେ ପର୍ଯ୍ୟନ୍ତ ଆମ୍ଭେ ତା’ ନିମନ୍ତେ ବିଶ୍ରାମ ନେବା ନାହିଁ। ପ୍ରଭାତରେ ଦୀପ୍ତି ଲାଭ କରିବା ପରି ମୁଁ ଯିରୁଶାଲମରେ ବିଜୟ ଗ୍ଭହେଁ।


ଆଉ ଯଦି ସେମାନେ ଭବିଷ୍ୟ‌ଦ୍‌ବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କଠାରେ ଥାଏ, ତେବେ ସେମାନେ ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୁଶାଲମରେ ଯେଉଁ ସମସ୍ତ ପାତ୍ର ଅବଶିଷ୍ଟ ଅଛି ତାହା ଯେପରି ବାବିଲକୁ ନ ଯାଏ, ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁଙ୍କୁ ବିନତି କରନ୍ତୁ।


ସେ ସମସ୍ତ ଲୋକ ତାଙ୍କୁ କହିଲେ, “ହେ ଯିରିମିୟ, ଆମ୍ଭେମାନେ ତୁମ୍ଭକୁ ନିବେଦନ କରୁଛୁ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଅର୍ଥାତ୍ ଯିହୁଦାର ଏହି ଅବଶିଷ୍ଟ ଲୋକଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର। କାରଣ ତୁମ୍ଭେ ସ୍ୱଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛ। ଆମ୍ଭେମାନେ ଅନେକ ଥିଲୁ, ଏବେ ଆମ୍ଭେ ଅଳ୍ପମାତ୍ର ଅଛୁ।


Swiv nou:

Piblisite


Piblisite