1 ଶାମୁୟେଲ 7:9 - ପବିତ୍ର ବାଇବଲ9 ଶାମୁୟେଲ ଗୋଟିଏ ମେଣ୍ଢାଛୁଆ ନେଲେ ଏବଂ ସଦାପ୍ରଭୁଙ୍କୁ ସମ୍ପୂର୍ଣ୍ଣ ହୋମବଳି ରୂପେ ଏହା ଉତ୍ସର୍ଗ କଲେ। ଶାମୁୟେଲ ଇସ୍ରାଏଲୀୟମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ। ସଦାପ୍ରଭୁ ଶାମୁୟେଲଙ୍କ ପ୍ରାର୍ଥନାର ଉତ୍ତର ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ତହୁଁ ଶାମୁୟେଲ ଏକ ଦୁଗ୍ଧପୋଷ୍ୟ ମେଷବତ୍ସ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମୁଦାୟ ହୋମବଳି ଉତ୍ସର୍ଗ କଲେ; ଆଉ ଶାମୁୟେଲ ଇସ୍ରାଏଲ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ ଓ ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ। Gade chapit laଓଡିଆ ବାଇବେଲ9 ତହୁଁ ଶାମୁୟେଲ ଏକ ଦୁଗ୍ଧପୋଷ୍ୟ ମେଷବତ୍ସ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମୁଦାୟ ହୋମବଳି ଉତ୍ସର୍ଗ କଲେ; ଆଉ ଶାମୁୟେଲ ଇସ୍ରାଏଲ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ ଓ ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହୁଁ ଶାମୁୟେଲ ଏକ ଦୁଗ୍ଧପୋଷ୍ୟ ମେଷବତ୍ସ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମୁଦାୟ ହୋମବଳି ଉତ୍ସର୍ଗ କଲେ; ଆଉ ଶାମୁୟେଲ ଇସ୍ରାଏଲ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ ଓ ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ। Gade chapit la |