1 ଶାମୁୟେଲ 8:1 - ପବିତ୍ର ବାଇବଲ1 ଯେତେବେଳେ ଶାମୁୟେଲ ବୃଦ୍ଧ ବୟସରେ ଉପନୀତ ହେଲେ, ସେ ତାଙ୍କ ପୁତ୍ରମାନଙ୍କୁ ଇସ୍ରାଏଲୀୟମାନଙ୍କ ନେତୃତ୍ୱ ନେବା ପାଇଁ ଓ ବିଗ୍ଭର କରିବା ପାଇଁ ପଠାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଶାମୁୟେଲ ବୃଦ୍ଧ ହୁଅନ୍ତେ, ଆପଣା ପୁତ୍ରମାନଙ୍କୁ ଇସ୍ରାଏଲ ଉପରେ ବିଚାରକର୍ତ୍ତା କଲେ । Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଶାମୁୟେଲ ବୃଦ୍ଧ ହୁଅନ୍ତେ, ଆପଣା ପୁତ୍ରମାନଙ୍କୁ ଇସ୍ରାଏଲ ଉପରେ ବିଚାରକର୍ତ୍ତା କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଶାମୁୟେଲ ବୃଦ୍ଧ ହୁଅନ୍ତେ, ଆପଣା ପୁତ୍ରମାନଙ୍କୁ ଇସ୍ରାଏଲ ଉପରେ ବିଚାରକର୍ତ୍ତା କଲେ। Gade chapit la |