1 ଶାମୁୟେଲ 8:20 - ପବିତ୍ର ବାଇବଲ20 ତା'ପରେ ଆମ୍ଭେ ଅନ୍ୟ ଦେଶସହ ସମକକ୍ଷ ହୋଇ ପାରିବୁ। ଆମ୍ଭର ରାଜା ଆମ୍ଭର ନେତୃତ୍ୱ ନେବେ। ସେ ଆମ୍ଭମାନଙ୍କୁ ଯୁଦ୍ଧକୁ କଡ଼େଇ ନେବେ ଏବଂ ଆମ୍ଭର ଯୁଦ୍ଧ ପରିଗ୍ଭଳନା କରିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)20 ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟ ସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ। Gade chapit laଓଡିଆ ବାଇବେଲ20 ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟ ସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ।” Gade chapit la |
କାରଣ ମୁଁ ଓ ତୁମ୍ଭର ସମସ୍ତ ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହର ପାତ୍ର ହୋଇଅଛୁ ଏହା ଆମ୍ଭେ କିପରି ଜାଣିବା? ଯଦି ତୁମ୍ଭେ ଆମ୍ଭ ସହିତ ଯାଅ, ଆମ୍ଭେମାନେ ନିଶ୍ଚିତ ଭାବରେ ଜାଣିବୁ। ଯେମନ୍ତ ଆମ୍ଭେ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକମାନଙ୍କଠାରୁ ବିଶେଷ ଲୋକ ହେବା। ଯଦି ତୁମ୍ଭେ ଆମ୍ଭମାନଙ୍କ ସହିତ ନ ଯାଅ, ତେବେ ପୃଥିବୀର ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେମାନେ ଭିନ୍ନ ନୋହୁଁ।”