1 ଶାମୁୟେଲ 9:12 - ପବିତ୍ର ବାଇବଲ12 ଯୁବତୀମାନେ ଉତ୍ତର ଦେଲେ, “ହଁ, ସେ ଏଠାରେ ଅଛନ୍ତି, ଏଇ ରାସ୍ତାର ଅଳ୍ପ ଆଗରେ ଅଛନ୍ତି। ସେ ଆଜି ସହରକୁ ଆସିଛନ୍ତି। ଲୋକମାନେ ଦଳ ଦଳ ହୋଇ ଆସି ତାଙ୍କୁ ପବିତ୍ରପୀଠରେ ଦର୍ଶନ କରୁଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)12 ତହିଁରେ ସେମାନେ ଉତ୍ତର ଦେଇ କହିଲେ, ଅଛନ୍ତି; ଦେଖ, ସେ ତୁମ୍ଭ ଆଗରେ ଅଛନ୍ତି; ଶୀଘ୍ର ଯାଅ, କାରଣ ସେ ନିଜ ନଗରକୁ ଆସିଅଛନ୍ତି; ଆଜି ଉଚ୍ଚସ୍ଥଳୀରେ ଲୋକମାନଙ୍କର ଏକ ବଳିଦାନ ଅଛି; Gade chapit laଓଡିଆ ବାଇବେଲ12 ତହିଁରେ ସେମାନେ ଉତ୍ତର ଦେଇ କହିଲେ, ଅଛନ୍ତି; ଦେଖ, ସେ ତୁମ୍ଭ ଆଗରେ ଅଛନ୍ତି; ଶୀଘ୍ର ଯାଅ, କାରଣ ସେ ଆଜି ନଗରକୁ ଆସିଅଛନ୍ତି; ଆଜି ଉଚ୍ଚସ୍ଥଳୀରେ ଲୋକମାନଙ୍କର ଏକ ବଳିଦାନ ଅଛି; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ସେମାନେ ଉତ୍ତର ଦେଇ କହିଲେ, “ଅଛନ୍ତି; ଦେଖ, ସେ ତୁମ୍ଭ ଆଗରେ ଅଛନ୍ତି; ଶୀଘ୍ର ଯାଅ, କାରଣ ସେ ଆଜି ନଗରକୁ ଆସିଅଛନ୍ତି; ଆଜି ଉଚ୍ଚସ୍ଥଳୀରେ ଲୋକମାନଙ୍କର ଏକ ବଳିଦାନ ଅଛି; Gade chapit la |