1 ଶାମୁୟେଲ 9:17 - ପବିତ୍ର ବାଇବଲ17 ଶାମୁୟେଲ ଶାଉଲକୁ ଦେଖିଲେ, ଏବଂ ସଦାପ୍ରଭୁ ତାଙ୍କୁ କହିଲେ, “ଏହି ସେହି ଲୋକ, ମୁଁ ଯାହା କଥା କହୁଥିଲି ସେ ମୋର ଲୋକମାନଙ୍କୁ ଶାସନ କରିବ।” Gade chapit laପବିତ୍ର ବାଇବଲ (Re-edited) - (BSI)17 ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକି ଦେଖ ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ। Gade chapit laଓଡିଆ ବାଇବେଲ17 ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକି ଦେଖ ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, “ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକୁ ଦେଖ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ।” Gade chapit la |
“ତତ୍ପରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ମୋର ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋ’ ନିକଟକୁ ଆସି କହିଲା, ‘ମୁଁ ଅନୁରୋଧ କରୁଛି, ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର, ଯାହା ବିନ୍ୟାମୀନଙ୍କର ଗୋଷ୍ଠୀୟରେ ଅଛି। କାରଣ ତାହାକୁ କ୍ରୟ କରିବାର ଅଧିକାର କେବଳ ତୁମ୍ଭର ଅଛି।’” “ତେଣୁ ଏହା ସଦାପ୍ରଭୁଙ୍କର ବାର୍ତ୍ତା ଥିଲା ବୋଲି ମୁଁ ଜାଣିଲି।”