Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 9:18 - ପବିତ୍ର ବାଇବଲ

18 ଶାଉଲ ଫାଟକ ପାଖରେ ଠିଆ ହୋଇଥିବା ଜଣେ ଲୋକଙ୍କୁ ପରମେଶ୍ୱରଙ୍କ ଲୋକଙ୍କୁ ଭେଟିବାର ଦିଗ ପଗ୍ଭରିଲେ। ଏ ବ୍ୟକ୍ତି ଜଣକ କିନ୍ତୁ ଶାମୁୟେଲ ଥିଲେ, ଶାଉଲ କହିଲେ, “କ୍ଷମା କରିବେ, ଆପଣ ପରମେଶ୍ୱରଙ୍କ ଲୋକଙ୍କ ଘର ବତେଇ ଦେବେ କି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେତେବେଳେ ଶାଉଲ ନଗରଦ୍ଵାର ଭିତରେ ଶାମୁୟେଲଙ୍କର ନିକଟବର୍ତ୍ତୀ ହୋଇ କହିଲେ, ବିନୟ କରୁଅଛି, ଦର୍ଶକର ଗୃହ କେଉଁଠାରେ, ମୋତେ କୁହ।

Gade chapit la Kopi

ଓଡିଆ ବାଇବେଲ

18 ସେତେବେଳେ ଶାଉଲ ନଗରଦ୍ୱାର ଭିତରେ ଶାମୁୟେଲଙ୍କର ନିକଟବର୍ତ୍ତୀ ହୋଇ କହିଲେ, ବିନୟ କରୁଅଛି, ଦର୍ଶକର ଗୃହ କେଉଁଠାରେ, ମୋତେ କୁହ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେତେବେଳେ ଶାଉଲ ନଗର-ଦ୍ୱାର ଭିତରେ ଶାମୁୟେଲଙ୍କର ନିକଟବର୍ତ୍ତୀ ହୋଇ କହିଲେ, “ବିନୟ କରୁଅଛି, ଦର୍ଶକର ଗୃହ କେଉଁଠାରେ, ମୋତେ କୁହ।”

Gade chapit la Kopi




1 ଶାମୁୟେଲ 9:18
2 Referans Kwoze  

ଶାମୁୟେଲ ଶାଉଲକୁ ଦେଖିଲେ, ଏବଂ ସଦାପ୍ରଭୁ ତାଙ୍କୁ କହିଲେ, “ଏହି ସେହି ଲୋକ, ମୁଁ ଯାହା କଥା କହୁଥିଲି ସେ ମୋର ଲୋକମାନଙ୍କୁ ଶାସନ କରିବ।”


ଶାମୁୟେଲ କହିଲେ, “ମୁଁ ପରମେଶ୍ୱରଙ୍କ ଲୋକ। ମୋତେ ଅନୁସରଣ କର ମୁଁ ଉଚ୍ଚସ୍ଥାନକୁ ନେଇଯିବି। ତୁମ୍ଭେ ଏବଂ ତୁମ୍ଭ ଦାସ ମୋ’ ସହିତ ଆଜି ଭୋଜନ କରିବ। କାଲି ସକାଳେ ତୁମ୍ଭେମାନେ ଘରକୁ ଫେରିଯିବ। ଏବଂ ମୁଁ ତୁମ୍ଭର ସମସ୍ତ ପ୍ରଶ୍ନର ଉତ୍ତର ଦେବି।


Swiv nou:

Piblisite


Piblisite