Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 9:20 - ପବିତ୍ର ବାଇବଲ

20 ତୁମ୍ଭେମାନେ ତିନି ଦିନ ପୂର୍ବେ ହଜିଥିବା ଗଧମାନଙ୍କ ପାଇଁ ଦୁଃଖ କର ନାହିଁ। ସେମାନଙ୍କୁ ମିଳିଯାଇଛି। ବର୍ତ୍ତମାନ ଇସ୍ରାଏଲୀୟମାନେ ଜଣେ ବ୍ୟକ୍ତିର ସନ୍ଧାନରେ ଅଛନ୍ତି ଏବଂ ସେ ବ୍ୟକ୍ତିଜଣକ ତୁମ୍ଭେ ଅଟ। ସେମାନେ ତୁମ୍ଭକୁ ଏବଂ ତୁମ୍ଭ ପିତାଙ୍କ ପରିବାରବର୍ଗକୁ ଗ୍ଭହାନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ପୁଣି ତିନି ଦିନ ହେଲା ତୁମ୍ଭର ଯେଉଁସବୁ ଗଧ ହଜିଛନ୍ତି; ସେମାନଙ୍କଠାରେ ମନ ଦିଅ ନାହିଁ; କାରଣ ସେମାନେ ମିଳିଲେଣି। ପୁଣି ଇସ୍ରାଏଲ ମଧ୍ୟରେ ସମସ୍ତ ବାଞ୍ଛନୀୟ ବିଷୟ କାହା ପାଇଁ? ତାହା କି ତୁମ୍ଭ ନିମନ୍ତେ ଓ ତୁମ୍ଭର ସମସ୍ତ ପିତୃଗୃହ ନିମନ୍ତେ ନୁହେଁ?

Gade chapit la Kopi

ଓଡିଆ ବାଇବେଲ

20 ପୁଣି, ତିନି ଦିନ ହେଲା ତୁମ୍ଭର ଯେଉଁସବୁ ଗଧ ହଜିଛନ୍ତି; ସେମାନଙ୍କଠାରେ ମନ ଦିଅ ନାହିଁ; କାରଣ ସେମାନେ ମିଳିଲେଣି। ପୁଣି, ଇସ୍ରାଏଲ ମଧ୍ୟରେ ସମସ୍ତ ବାଞ୍ଛନୀୟ ବିଷୟ କାହା ପାଇଁ ? ତାହା କି ତୁମ୍ଭ ନିମନ୍ତେ ଓ ତୁମ୍ଭର ସମସ୍ତ ପିତୃଗୃହ ନିମନ୍ତେ ନୁହେଁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି, ତିନି ଦିନ ହେଲା ତୁମ୍ଭର ଯେଉଁସବୁ ଗଧ ହଜିଛନ୍ତି; ସେମାନଙ୍କଠାରେ ମନ ଦିଅ ନାହିଁ; କାରଣ ସେମାନେ ମିଳିଲେଣି। ପୁଣି, ଇସ୍ରାଏଲ ମଧ୍ୟରେ ସମସ୍ତ ବାଞ୍ଛନୀୟ ବିଷୟ କାହା ପାଇଁ? ତାହା କି ତୁମ୍ଭ ନିମନ୍ତେ ଓ ତୁମ୍ଭର ସମସ୍ତ ପିତୃଗୃହ ନିମନ୍ତେ ନୁହେଁ?”

Gade chapit la Kopi




1 ଶାମୁୟେଲ 9:20
11 Referans Kwoze  

ଇସ୍ରାଏଲର ପ୍ରାଚୀନଗଣ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ ବୃଦ୍ଧ ହୋଇଯାଇଛ ଏବଂ ତୁମ୍ଭର ପୁଅମାନେ ତୁମ୍ଭପରି ଜୀବନଯାପନ କରୁ ନାହାନ୍ତି। ତେଣୁ ଆମ୍ଭମାନଙ୍କୁ ଗୋଟିଏ ଶାସକ ଦିଅ। ଆମ୍ଭମାନଙ୍କୁ ଶାସନ କଲାଭଳି ଯାହା ଅନ୍ୟ ଜାତିମାନଙ୍କର ଅଛି।”


ବର୍ତ୍ତମାନ ତୁମ୍ଭମାନଙ୍କ ଅନୁରୋଧ ଓ ପସନ୍ଦ ଅନୁସାରେ ସଦାପ୍ରଭୁ ତୁମ୍ଭକୁ ଶାସନ କରିବା ପାଇଁ ଜଣେ ରାଜାଙ୍କୁ ଦେଇଛନ୍ତି।


ଏକଦା ଶାଉଲଙ୍କ ପିତାଙ୍କର ଗଧସବୁ ହଜିଗଲେ। ତେଣୁ କୀଶ୍ ଶାଉଲକୁ କହିଲେ, “ତୁମ୍ଭେ ଗ୍ଭକରମାନଙ୍କ ମଧ୍ୟରୁ ଜଣକୁ ନେଇ ଗଧମାନଙ୍କର ସନ୍ଧାନ ନିଅ।”


ସବୁବେଳେ ସେହି ସ୍ୱର୍ଗର ବିଷୟ ଗୁଡ଼ିକ ଅନ୍ୱେଷଣ କର, ମର୍ତ୍ତ୍ୟର ବିଷୟ ଗୁଡ଼ିକ ପାଇଁ ନୁହେଁ।


ଦୌରାତ୍ମ୍ୟରେ ଭରସା କର ନାହିଁ। ଗ୍ଭେରି କରି ଲାଭ କରିବାର ଚିନ୍ତା କର ନାହିଁ, ଏବଂ ଯଦି ତୁମ୍ଭେ ଧନୀ ହେଲେ ତୁମ୍ଭର ଧନ ତୁମ୍ଭକୁ ସାହାଯ୍ୟ କରିବ ବୋଲି ଆଶା କର ନାହିଁ।


ମୁଁ ମୋର ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ସୁବର୍ଣ୍ଣ ଓ ରୌପ୍ୟ ନିର୍ମିତ ଏକ ବିଶେଷ ଉପହାର ନିର୍ମାଣ କରୁଅଛି। ମୁଁ ଏହା କରୁଅଛି, କାରଣ ମୋର ପରମେଶ୍ୱରଙ୍କ ମନ୍ଦିର ନିର୍ମିତ ହେଉ ବୋଲି ମୁଁ ପ୍ରକୃତରେ ଗ୍ଭହେଁ। ଏହି ପବିତ୍ର ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ଏହି ସମସ୍ତ ବସ୍ତୁ ଦାନ କରୁଅଛି।


କିନ୍ତୁ ଯଦି ତୁମ୍ଭେ ସଦାପ୍ରଭୁଙ୍କ ‌କଥା ନ ମାନ ଏବଂ ତାଙ୍କ ବିରୁଦ୍ଧରେ ଯାଅ, ତେବେ ପରମେଶ୍ୱରଙ୍କର ହସ୍ତ ତୁମ୍ଭମାନଙ୍କ ବିରୁଦ୍ଧରେ ଯିବ। ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କ ବିରୁଦ୍ଧରେ ଥିଲେ।


କିନ୍ତୁ ଲୋକମାନେ ଶାମୁୟେଲଙ୍କ କଥାକୁ ଭୃକ୍ଷେପ କଲେ ନାହିଁ। ସେମାନେ କହିଲେ, “ନା, ଆମ୍ଭକୁ ଶାସନ କରିବା ପାଇଁ ରାଜା ଦରକାର।


ତା'ପରେ ପ୍ରାୟ ତାହାର ମରଣ ହେଲାପରି, ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାକୁ କହିଲେ, “ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ,” ମାତ୍ର ସେ କିଛି ଉତ୍ତର ଦେଲା ନାହିଁ କିଅବା ତହିଁରେ ମନ ଦେଲା ନାହିଁ।


ଶାମୁୟେଲ କହିଲେ, “ମୁଁ ପରମେଶ୍ୱରଙ୍କ ଲୋକ। ମୋତେ ଅନୁସରଣ କର ମୁଁ ଉଚ୍ଚସ୍ଥାନକୁ ନେଇଯିବି। ତୁମ୍ଭେ ଏବଂ ତୁମ୍ଭ ଦାସ ମୋ’ ସହିତ ଆଜି ଭୋଜନ କରିବ। କାଲି ସକାଳେ ତୁମ୍ଭେମାନେ ଘରକୁ ଫେରିଯିବ। ଏବଂ ମୁଁ ତୁମ୍ଭର ସମସ୍ତ ପ୍ରଶ୍ନର ଉତ୍ତର ଦେବି।


ଶାଉଲ ଉତ୍ତରରେ କହିଲେ, “ସେ କହିଲେ ଯେ, ଗଧମାନେ ମିଳି ଗଲେଣି।” କିନ୍ତୁ ଶାଉଲ ତା'ର କକାକୁ ଶାମୁୟେଲ ଦ୍ୱାରା କୁହାଯାଇଥିବା ରାଜତ୍ୱ ବିଷୟରେ କହିଲେ ନାହିଁ।


Swiv nou:

Piblisite


Piblisite