1 ଶାମୁୟେଲ 9:21 - ପବିତ୍ର ବାଇବଲ21 ଶାଉଲ ଉତ୍ତର ଦେଲେ, “ମୁଁ ବିନ୍ୟାମୀନ ବଂଶର ସଦସ୍ୟ ଅଟେ। ଏହା ଇସ୍ରାଏଲର ଏକ ଛୋଟ ପରିବାରବର୍ଗ। ଆପଣ କାହିଁକି କହୁଛନ୍ତି ଇସ୍ରାଏଲୀୟମାନେ ମୋତେ ଗ୍ଭହାନ୍ତି?” Gade chapit laପବିତ୍ର ବାଇବଲ (Re-edited) - (BSI)21 ତହୁଁ ଶାଉଲ ଉତ୍ତର କରି କହିଲେ, ମୁଁ କି ଇସ୍ରାଏଲ-ବଂଶସମୂହ ମଧ୍ୟରେ କ୍ଷୁଦ୍ରତମ ବିନ୍ୟାମୀନ ବଂଶୀୟ ନୁହେଁ? ଆଉ ବିନ୍ୟାମୀନ ବଂଶୀୟ ସମସ୍ତ ପରିବାର ମଧ୍ୟରେ ମୋର ପରିବାର କି କ୍ଷୁଦ୍ରତମ ନୁହେଁ? ତେବେ ତୁମ୍ଭେ ମୋତେ ଏପ୍ରକାର କଥା କିହେତୁ କହୁଅଛ? Gade chapit laଓଡିଆ ବାଇବେଲ21 ତହୁଁ ଶାଉଲ ଉତ୍ତର କରି କହିଲେ, ମୁଁ କି ଇସ୍ରାଏଲ- ବଂଶସମୂହ ମଧ୍ୟରେ କ୍ଷୁଦ୍ରତମ ବିନ୍ୟାମୀନ୍ ବଂଶୀୟ ନୁହେଁ ? ଆଉ ବିନ୍ୟାମୀନ୍ ବଂଶୀୟ ସମସ୍ତ ପରିବାର ମଧ୍ୟରେ ମୋର ପରିବାର କି କ୍ଷୁଦ୍ରତମ ନୁହେଁ ? ତେବେ ତୁମ୍ଭେ ମୋତେ ଏପ୍ରକାର କଥା କାହିଁକି କହୁଅଛ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହୁଁ ଶାଉଲ ଉତ୍ତର କରି କହିଲେ, “ମୁଁ କି ଇସ୍ରାଏଲ ବଂଶସମୂହ ମଧ୍ୟରେ କ୍ଷୁଦ୍ରତମ ବିନ୍ୟାମୀନ୍ ବଂଶୀୟ ନୁହେଁ? ଆଉ ବିନ୍ୟାମୀନ୍ ବଂଶୀୟ ସମସ୍ତ ପରିବାର ମଧ୍ୟରେ ମୋର ପରିବାର କି କ୍ଷୁଦ୍ରତମ ନୁହେଁ? ତେବେ ତୁମ୍ଭେ ମୋତେ ଏପ୍ରକାର କଥା କାହିଁକି କହୁଅଛ?” Gade chapit la |
କିନ୍ତୁ କେତେ ଖଳ ବ୍ୟକ୍ତି କହିଲେ, “କେମିତି ଏ ଲୋକ ଆମକୁ ରକ୍ଷା କରିବ?” ସେମାନେ ଶାଉଲଙ୍କ ବିରୁଦ୍ଧରେ ଖରାପ କଥା କହିଲେ ଏବଂ ତାଙ୍କ ନିକଟକୁ ଉପହାର ଆଣିବା ପାଇଁ ବାରଣ କଲେ। କିନ୍ତୁ ଶାଉଲ ନୀରବ ରହିଲେ। ଅମ୍ମୋନୀୟକ ରାଜା ନାହଶ୍ ଗାଥ୍ ଓ ରୁବେନ୍ ଗୋଷ୍ଠୀଙ୍କ ଉପରେ ଆକ୍ରମଣ ଚଲାଉ ଥିଲେ। ନାହଶ୍ ସେମାନଙ୍କ ଦକ୍ଷିଣ ଚକ୍ଷୁ ଉପାଡ଼ି ଦେଉଥିଲେ। ଯର୍ଦ୍ଦନ ନଦୀର ପୂର୍ବ ଅବବାହିକାରେ ବାସ କରୁଥିବା ଇସ୍ରାଏଲୀୟମାନଙ୍କୁ ମଧ୍ୟ ସେ ନାଲି ଆଖି ଦେଖାଇ ରଖିଥିଲେ। ସେଥିପାଇଁ 7,000 ଇସ୍ରାଏଲୀୟ ଅମ୍ମୋନୀୟଠାରୁ ବାହାରି ଆସି ଯାବେଶ୍ ଗିଲିୟଦରେ ଅବସ୍ଥାନ କଲେ।