Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 9:22 - ପବିତ୍ର ବାଇବଲ

22 ଶାମୁୟେଲ ଶାଉଲ ଏବଂ ତାଙ୍କ ଦାସକୁ ଭୋଜନ ସ୍ଥାନକୁ ନେଲେ। ସେ ଅତି ମହତ୍ତ୍ୱପୂର୍ଣ୍ଣ ସ୍ଥାନ ଟେବୁଲ୍ ପାଖରେ ଶାଉଲଙ୍କୁ ଏବଂ ତାଙ୍କର ଦାସ ତିରିଶ୍ ଜଣ ନିମନ୍ତ୍ରିତ ଅତିଥି ମଧ୍ୟରେ ପ୍ରଦାନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଏଥିରେ ଶାମୁୟେଲ ଶାଉଲଙ୍କୁ ଓ ତାଙ୍କର ଯୁବାକୁ ନେଇ ଭୋଜନଶାଳାକୁ ଗଲେ ଓ ଊଣାଧିକ ତିରିଶ ନିମନ୍ତ୍ରିତ ଲୋକଙ୍କ ମଧ୍ୟରେ ସେମାନଙ୍କୁ ସର୍ବୋତ୍ତମ ସ୍ଥାନରେ ବସାଇଲେ।

Gade chapit la Kopi

ଓଡିଆ ବାଇବେଲ

22 ଏଥିରେ ଶାମୁୟେଲ ଶାଉଲଙ୍କୁ ଓ ତାଙ୍କର ଯୁବାକୁ ନେଇ ଭୋଜନଶାଳାକୁ ଗଲେ ଓ ଊଣାଧିକ ତିରିଶ ନିମନ୍ତ୍ରିତ ଲୋକଙ୍କ ମଧ୍ୟରେ ସେମାନଙ୍କୁ ସର୍ବୋତ୍ତମ ସ୍ଥାନରେ ବସାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିରେ ଶାମୁୟେଲ ଶାଉଲଙ୍କୁ ଓ ତାଙ୍କର ଯୁବାକୁ ନେଇ ଭୋଜନଶାଳାକୁ ଗଲେ ଓ ଊଣାଧିକ ତିରିଶ ନିମନ୍ତ୍ରିତ ଲୋକଙ୍କ ମଧ୍ୟରେ ସେମାନଙ୍କୁ ସର୍ବୋତ୍ତମ ସ୍ଥାନରେ ବସାଇଲେ।

Gade chapit la Kopi




1 ଶାମୁୟେଲ 9:22
4 Referans Kwoze  

“ତେଣୁ ଯେତେବେଳେ ଜଣେ ଲୋକ ତୁମ୍ଭକୁ ନିମନ୍ତ୍ରଣ କରିଛି, ତୁମ୍ଭେ ଗୋଟିଏ ନିମ୍ନତମ ଆସନରେ ବସ। ସେତେବେଳେ ତୁମ୍ଭକୁ ନିମନ୍ତ୍ରଣ କରିଥିବା ଲୋକଟି ଆସି ତୁମ୍ଭକୁ କହିବ, ‘ବନ୍ଧୁ, ତୁମ୍ଭେ ଏଠାରେ ନ ବସି ଟିକିଏ ଆଗକୁ ଆସି ଏ ଭଲ ଆସନରେ ବସ।’ ସେତେବେଳେ ଅନ୍ୟ ନିମନ୍ତ୍ରିତ ଅତିଥିମାନେ ତୁମ୍ଭକୁ ସମ୍ମାନ କରିବେ।


ଯୋଷେଫଙ୍କର ଦାସମାନେ ଯୋଷେଫଙ୍କ ପାଇଁ ଏକ ଟେବୁଲ, ଏକ ଟେବୁଲ ତାଙ୍କ ଭାଇମାନଙ୍କ ପାଇଁ ଏବଂ ଆଉ ଏକ ଟେବୁଲ ମିସ୍ରୀୟମାନଙ୍କ ପାଇଁ ଯେଉଁମାନେ ସେମାନଙ୍କ ସହିତ ବସି ଖାଇବେ। କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବା ମିସ୍ରୀୟମାନଙ୍କର ପ୍ରଥା ନ ଥିଲା। ମିସ୍ରୀୟମାନେ ଏବ୍ରୀୟମାନଙ୍କ ସହିତ ଖାଇବା ମସ୍ତବଡ଼ ଅନୁଚିତ ବୋଲି ବିବେଚିତ ହୁଏ।


ଶାଉଲ ଉତ୍ତର ଦେଲେ, “ମୁଁ ବିନ୍ୟାମୀନ ବଂଶର ସଦସ୍ୟ ଅଟେ। ଏହା ଇସ୍ରାଏଲର ଏକ ଛୋଟ ପରିବାରବର୍ଗ। ଆପଣ କାହିଁକି କହୁଛନ୍ତି ଇସ୍ରାଏଲୀୟମାନେ ମୋତେ ଗ୍ଭହାନ୍ତି?”


ଶାମୁୟେଲ ରୋଷେଇଆକୁ ନିର୍ଦ୍ଦେଶ ଦେଲେ, “ମୁଁ ତୁମ୍ଭକୁ ରଖିବାକୁ କହି ଦେଇଥିବା ମାଂସ ଆଣ।”


Swiv nou:

Piblisite


Piblisite