Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 9:23 - ପବିତ୍ର ବାଇବଲ

23 ଶାମୁୟେଲ ରୋଷେଇଆକୁ ନିର୍ଦ୍ଦେଶ ଦେଲେ, “ମୁଁ ତୁମ୍ଭକୁ ରଖିବାକୁ କହି ଦେଇଥିବା ମାଂସ ଆଣ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଏଉତ୍ତାରେ ଶାମୁୟେଲ ପାଚକକୁ କହିଲେ, ମୁଁ ତୁମ୍ଭକୁ ଯେଉଁ ଅଂଶ ଦେଇ ଆପଣା ନିକଟରେ ରଖିଥାଅ ବୋଲି କହିଥିଲି, ତାହା ଆଣ।

Gade chapit la Kopi

ଓଡିଆ ବାଇବେଲ

23 ଏଉତ୍ତାରେ ଶାମୁୟେଲ ପାଚକକୁ କହିଲେ, ମୁଁ ତୁମ୍ଭକୁ ଯେଉଁ ଅଂଶ ଦେଇ ଆପଣା ନିକଟରେ ରଖିଥାଅ ବୋଲି କହିଥିଲି, ତାହା ଆଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଉତ୍ତାରେ ଶାମୁୟେଲ ପାଚକକୁ କହିଲେ, “ମୁଁ ତୁମ୍ଭକୁ ଯେଉଁ ଅଂଶ ଦେଇ ଆପଣା ନିକଟରେ ରଖିଥାଅ ବୋଲି କହିଥିଲି, ତାହା ଆଣ।”

Gade chapit la Kopi




1 ଶାମୁୟେଲ 9:23
4 Referans Kwoze  

ଇ‌ଲ୍‌କାନା ମଧ୍ୟ ତା'ର ସ୍ତ୍ରୀ ହାନ୍ନାକୁ ତା'ର ଦୁଇଗୁଣ ଅଂଶ ଦେଉଥିଲା। କାରଣ ନିଜ ସ୍ତ୍ରୀ ହାନ୍ନାକୁ ସେ ବାସ୍ତବରେ ପ୍ରେମ କରୁଥିଲା। କିନ୍ତୁ ସଦାପ୍ରଭୁ ତା’ କୋଳରେ କୌଣସି ସନ୍ତାନସନ୍ତତି ଦେଇ ନ ଥିଲେ।


ଦାସମାନେ ଯୋଷେଫଙ୍କ ଟେବୁଲରୁ ଖାଦ୍ୟ ଆଣି ଅନ୍ୟ ଭାଇମାନଙ୍କୁ ପରଷୁଥା’ନ୍ତି। କିନ୍ତୁ ଦାସମାନେ ଅନ୍ୟ ଭାଇ ଅପେକ୍ଷା ବିନ୍ୟାମୀନକୁ ଅଧିକ ପାଞ୍ଚ ଥର ପରଷୁଥା’ନ୍ତି। ସେମାନେ ସମସ୍ତେ ଖାଇ ପିଇ ଆନନ୍ଦ କଲେ।


ଶାମୁୟେଲ ଶାଉଲ ଏବଂ ତାଙ୍କ ଦାସକୁ ଭୋଜନ ସ୍ଥାନକୁ ନେଲେ। ସେ ଅତି ମହତ୍ତ୍ୱପୂର୍ଣ୍ଣ ସ୍ଥାନ ଟେବୁଲ୍ ପାଖରେ ଶାଉଲଙ୍କୁ ଏବଂ ତାଙ୍କର ଦାସ ତିରିଶ୍ ଜଣ ନିମନ୍ତ୍ରିତ ଅତିଥି ମଧ୍ୟରେ ପ୍ରଦାନ କଲେ।


ରୋଷେଇଆ ଚଟୁଆ ମାଂସ ଆଣି ଶାଉଲଙ୍କ ସମ୍ମୁଖରେ ଟେବୁଲ୍ ଉପରେ ରଖିଲା। ଶାମୁୟେଲ କହିଲେ, “ତୁମ୍ଭେ ତୁମ୍ଭ ଟେବୁ‌ଲ୍‌ରେ ଥିବା ମାଂସ ଖାଅ। ଏହା ତୁମ୍ଭମାନଙ୍କ ପାଇଁ ସଂରକ୍ଷିତ ଥିଲା। ଏହି ବିଶେଷ ସମୟ ପାଇଁ ଯେତେବେଳେ ଏକତ୍ରିତ ହେବା ପାଇଁ ମୁଁ ଲୋକମାନଙ୍କୁ ଡାକିଲି।” ତା'ପରେ ଶାଉଲ ଶାମୁୟେଲଙ୍କ ସହ ତାଙ୍କର ଖାଦ୍ୟ ଖାଇଲେ।


Swiv nou:

Piblisite


Piblisite