Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 9:24 - ପବିତ୍ର ବାଇବଲ

24 ରୋଷେଇଆ ଚଟୁଆ ମାଂସ ଆଣି ଶାଉଲଙ୍କ ସମ୍ମୁଖରେ ଟେବୁଲ୍ ଉପରେ ରଖିଲା। ଶାମୁୟେଲ କହିଲେ, “ତୁମ୍ଭେ ତୁମ୍ଭ ଟେବୁ‌ଲ୍‌ରେ ଥିବା ମାଂସ ଖାଅ। ଏହା ତୁମ୍ଭମାନଙ୍କ ପାଇଁ ସଂରକ୍ଷିତ ଥିଲା। ଏହି ବିଶେଷ ସମୟ ପାଇଁ ଯେତେବେଳେ ଏକତ୍ରିତ ହେବା ପାଇଁ ମୁଁ ଲୋକମାନଙ୍କୁ ଡାକିଲି।” ତା'ପରେ ଶାଉଲ ଶାମୁୟେଲଙ୍କ ସହ ତାଙ୍କର ଖାଦ୍ୟ ଖାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ତହିଁରେ ପାଚକ ଚଟୁଆ ଓ ତହିଁ ଉପରେ ଯାହା ଥିଲା, ତାହା ଆଣି ଶାଉଲଙ୍କ ଆଗରେ ଥୋଇଲା। ତହୁଁ ଶାମୁୟେଲ କହିଲେ, ଦେଖ ! ଏହା ରଖାଯାଇଥିଲା, ଆପଣା ଆଗରେ ରଖି ଭୋଜନ କର; ଯେହେତୁ ନିରୂପିତ ସମୟ ଅପେକ୍ଷାରେ ଏହା ତୁମ୍ଭ ପାଇଁ ରଖାଯାଇଅଛି, କାରଣ ମୁଁ ଲୋକମାନଙ୍କୁ ନିମନ୍ତ୍ରଣ କରିଅଛି ବୋଲି କହିଥିଲି। ତହିଁରେ ସେହି ଦିନ ଶାଉଲ ଶାମୁୟେଲଙ୍କ ସଙ୍ଗେ ଭୋଜନ କଲେ।

Gade chapit la Kopi

ଓଡିଆ ବାଇବେଲ

24 ତହିଁରେ ପାଚକ ଚଟୁଆ ଓ ତହିଁ ଉପରେ ଯାହା ଥିଲା, ତାହା ଆଣି ଶାଉଲଙ୍କ ଆଗରେ ଥୋଇଲା। ତହୁଁ ଶାମୁୟେଲ କହିଲେ, ଦେଖ ! ଏହା ରଖାଯାଇଥିଲା, ଆପଣା ଆଗରେ ରଖି ଭୋଜନ କର; ଯେହେତୁ ନିରୂପିତ ସମୟ ଅପେକ୍ଷାରେ ଏହା ତୁମ୍ଭ ପାଇଁ ରଖାଯାଇଅଛି, କାରଣ ମୁଁ ଲୋକମାନଙ୍କୁ ନିମନ୍ତ୍ରଣ କରିଅଛି ବୋଲି କହିଥିଲି। ତହିଁରେ ସେହି ଦିନ ଶାଉଲ ଶାମୁୟେଲଙ୍କ ସଙ୍ଗେ ଭୋଜନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତହିଁରେ ପାଚକ ଚଟୁଆ ଓ ତହିଁ ଉପରେ ଯାହା ଥିଲା, ତାହା ଆଣି ଶାଉଲଙ୍କ ଆଗରେ ଥୋଇଲା। ତହୁଁ ଶାମୁୟେଲ କହିଲେ, “ଦେଖ! ଏହା ରଖାଯାଇଥିଲା, ଆପଣା ଆଗରେ ରଖି ଭୋଜନ କର; ଯେହେତୁ ନିରୂପିତ ସମୟ ଅପେକ୍ଷାରେ ଏହା ତୁମ୍ଭ ପାଇଁ ରଖାଯାଇଅଛି, କାରଣ ମୁଁ ଲୋକମାନଙ୍କୁ ନିମନ୍ତ୍ରଣ କରିଅଛି ବୋଲି କହିଥିଲି।” ତହିଁରେ ସେହି ଦିନ ଶାଉଲ ଶାମୁୟେଲଙ୍କ ସଙ୍ଗେ ଭୋଜନ କଲେ।

Gade chapit la Kopi




1 ଶାମୁୟେଲ 9:24
6 Referans Kwoze  

ଉତ୍ତମ ମାଂସ ଖଣ୍ଡ ସବୁ ଯଥା: ଉରୁ ଓ ସ୍କନ୍ଧ ତହିଁ ମଧ୍ୟରେ ରଖ ଓ ଭଲ ଅସ୍ଥିରେ ତାହା ପୂର୍ଣ୍ଣ କର।


ଉତ୍ସର୍ଗୀକୃତ ମେଷର ଛାତି ଓ ଗୋଡ଼କୁ ନିଅ ଏବଂ ଏହାକୁ ପବିତ୍ର ରୂପେ ପୃଥକ କର। ଏହି ଅଂଶସବୁ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦିଅ।


“ଆହୁରି ତୁମ୍ଭେ ସେହି ଉତ୍ସର୍ଗୀତ ମେଷର ମେଦ ଓ ମେଦମୟ ଲାଙ୍ଗୁଳ ଓ ଅନ୍ତ ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତାପ୍ଳାବକ ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନିଅ। ଯେହେତୁ ତାହା ଏକ ଉତ୍ସର୍ଗୀକୃତ ଅଣ୍ଡିରା ମେଷ।


ଆଉ ସେମାନଙ୍କର ମାଂସ, ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ଏ ସମସ୍ତ ତୁମ୍ଭର ହେବ।


ଶାମୁୟେଲ ରୋଷେଇଆକୁ ନିର୍ଦ୍ଦେଶ ଦେଲେ, “ମୁଁ ତୁମ୍ଭକୁ ରଖିବାକୁ କହି ଦେଇଥିବା ମାଂସ ଆଣ।”


Swiv nou:

Piblisite


Piblisite