Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 9:27 - ପବିତ୍ର ବାଇବଲ

27 ଶାଉଲ, ଦାସ ଏବଂ ଶାମୁୟେଲ ସହର ପ୍ରାନ୍ତରେ ପହଞ୍ଚିବା ସମୟରେ ଶାମୁୟେଲ କହିଲେ, “ଦାସକୁ ଆଗକୁ ଯିବାକୁ କୁହ। ମୁଁ ତୁମ୍ଭକୁ ପରମେଶ୍ୱରଙ୍କ ବାର୍ତ୍ତା କହିବାକୁ ଗ୍ଭହେଁ।” ତେଣୁ ଦାସ ଆଗରେ ଗ୍ଭଲିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଆଉ ସେମାନେ ନଗର-ପ୍ରାନ୍ତରେ ହେବା ବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ଏହି ଯୁବାକୁ ଆମ୍ଭମାନଙ୍କ ଆଗେ ଯିବାକୁ କୁହ; (ତହୁଁ ସେ ଆଗେ ଗଲା); ମାତ୍ର ତୁମ୍ଭେ ବର୍ତ୍ତମାନ ଠିଆ ହୁଅ, ଆମ୍ଭେ ତୁମ୍ଭକୁ ପରମେଶ୍ଵରଙ୍କ ବାକ୍ୟ ଶୁଣାଇବା।

Gade chapit la Kopi

ଓଡିଆ ବାଇବେଲ

27 ଆଉ ସେମାନେ ନଗର-ପ୍ରାନ୍ତରେ ହେବା ବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ଏହି ଯୁବାକୁ ଆମ୍ଭମାନଙ୍କ ଆଗେ ଯିବାକୁ କୁହ; (ତହୁଁ ସେ ଆଗେ ଗଲା); ମାତ୍ର ତୁମ୍ଭେ ବର୍ତ୍ତମାନ ଠିଆ ହୁଅ, ଆମ୍ଭେ ତୁମ୍ଭକୁ ପରମେଶ୍ୱରଙ୍କ ବାକ୍ୟ ଶୁଣାଇବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆଉ ସେମାନେ ନଗର-ପ୍ରାନ୍ତରେ ହେବା ବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, “ଏହି ଯୁବାକୁ ଆମ୍ଭମାନଙ୍କ ଆଗେ ଯିବାକୁ କୁହ; (ତହୁଁ ସେ ଆଗେ ଗଲା); ମାତ୍ର ତୁମ୍ଭେ ବର୍ତ୍ତମାନ ଠିଆ ହୁଅ, ଆମ୍ଭେ ତୁମ୍ଭକୁ ପରମେଶ୍ୱରଙ୍କ ବାକ୍ୟ ଶୁଣାଇବା।”

Gade chapit la Kopi




1 ଶାମୁୟେଲ 9:27
7 Referans Kwoze  

ଶାମୁୟେଲ ଶାଉଲଙ୍କୁ କହିଲେ, “କହିବା ବନ୍ଦ କର! ସଦାପ୍ରଭୁ ମୋତେ ଗତ ରାତିରେ ଯାହା କରିଛନ୍ତି ତାହା ମୁଁ ତୁମ୍ଭକୁ କହିବି।” ଶାଉଲ ଉତ୍ତର ଦେଲେ, “ମୋତେ କୁହ।”


ଏବଂ ଶାଉଲ ଶୋଇବା ପାଇଁ ଗଲେ। ତା’ ପରଦିନ ପ୍ରତ୍ୟୁଷରୁ ଶାମୁୟେଲ ଶାଉଲଙ୍କୁ ବିଛଣାରୁ ଉଠାଇଲେ ଏବଂ କହିଲେ, “ଶଯ୍ୟା ତ୍ୟାଗ କର, ମୁଁ ତୁମ୍ଭକୁ ତୁମ୍ଭ ଗନ୍ତବ୍ୟ ସ୍ଥାନକୁ ପଠାଇବି।” ଶାଉଲ ବିଛଣାରୁ ଉଠିଲେ ଶାମୁୟେଲଙ୍କ ସହ ବାହାରକୁ ଗଲେ।


ଶାମୁୟେଲ ଏକ ସ୍ୱତନ୍ତ୍ର ତୈଳପାତ୍ର ନେଇ ଶାଉଲଙ୍କ ମସ୍ତକରେ ତାହା ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ ତାଙ୍କ ଲୋକମାନଙ୍କର ନେତା ହେବା ପାଇଁ ତୁମ୍ଭକୁ ଅଭିଷିକ୍ତ କରିଛନ୍ତି। ତୁମ୍ଭେ ତାଙ୍କର ଲୋକମାନଙ୍କୁ ନିମନ୍ତ୍ରଣ କରିବ। ତୁମ୍ଭେ ସେମାନଙ୍କର ଚତୁର୍ଦ୍ଦିଗର ଶତ୍ରୁମାନଙ୍କଠାରୁ ରକ୍ଷା କରିବ। ସଦାପ୍ରଭୁ ତୁମ୍ଭକୁ ନେତା ହେବା ପାଇଁ ଅଭିଷିକ୍ତ କରିଛନ୍ତି। ଏ ଚିହ୍ନ ଏହାର ସତ୍ୟତା ପ୍ରତିପାଦନ କରିବ।


ତା'ପରେ ଯିଶାଇୟ ହିଜକିୟଙ୍କୁ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ଶୁଣ।


Swiv nou:

Piblisite


Piblisite