Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 9:3 - ପବିତ୍ର ବାଇବଲ

3 ଏକଦା ଶାଉଲଙ୍କ ପିତାଙ୍କର ଗଧସବୁ ହଜିଗଲେ। ତେଣୁ କୀଶ୍ ଶାଉଲକୁ କହିଲେ, “ତୁମ୍ଭେ ଗ୍ଭକରମାନଙ୍କ ମଧ୍ୟରୁ ଜଣକୁ ନେଇ ଗଧମାନଙ୍କର ସନ୍ଧାନ ନିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏକ ସମୟରେ ଶାଉଲଙ୍କ ପିତା କୀଶ୍ର ଗଧସବୁ ହଜିଲେ। ତହିଁରେ କୀଶ୍ ଆପଣା ପୁତ୍ର ଶାଉଲଙ୍କୁ କହିଲା, ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠି ଯାଅ।

Gade chapit la Kopi

ଓଡିଆ ବାଇବେଲ

3 ଏକ ସମୟରେ ଶାଉଲଙ୍କ ପିତା କୀଶ୍‍ର ଗଧସବୁ ହଜିଲେ। ତହିଁରେ କୀଶ୍‍ ଆପଣା ପୁତ୍ର ଶାଉଲଙ୍କୁ କହିଲା, ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠି ଯାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏକ ସମୟରେ ଶାଉଲଙ୍କ ପିତା କୀଶ୍‍ର ଗଧସବୁ ହଜିଲେ। ତହିଁରେ କୀଶ୍‍ ଆପଣା ପୁତ୍ର ଶାଉଲଙ୍କୁ କହିଲା, “ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠିଯାଅ।”

Gade chapit la Kopi




1 ଶାମୁୟେଲ 9:3
7 Referans Kwoze  

ଆଜି ତୁମ୍ଭେ ମୋତେ ଏଠି ଛାଡ଼ି ଗଲାପରେ ବିନ୍ୟାମୀନ ସୀମାର ସେଲଠାରେ ରାହେଲର କବର ନିକଟରେ ଦୁଇ ପୁରୁଷଙ୍କ ସାକ୍ଷାତ ପାଇବ। ସେ ଦୁଇଜଣ ତୁମ୍ଭକୁ କହିବେ, ‘ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜୁଥିଲ, ସେମାନେ ମିଳିଛନ୍ତି। ତୁମ୍ଭ ବାପା ଗଧମାନଙ୍କ ପାଇଁ ବ୍ୟସ୍ତ ନୁହନ୍ତି ବରଂ ତୁମ୍ଭ ପାଇଁ ଅଟନ୍ତି ଓ କହନ୍ତି, ମୋ’ ପୁଅ ପାଇଁ ମୁଁ କ’ଣ କରିବି।’”


ଯାୟୀରଙ୍କର ତିରି‌ଶ୍‌ଟି ପୁତ୍ର ଥିଲେ। ଯେଉଁମାନେ କି ତିରି‌ଶ୍‌ଟି ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରି‌ଶ୍‌ଟି ସହର ଥିଲା। ସେହି ସହରଗୁଡ଼ିକୁ ଯାୟୀର ସହର ନାମରେ ଆଜି ପର୍ଯ୍ୟନ୍ତ ନାମିତ କରାଯାଇଛି। ସେହିସବୁ ସହରଗୁଡ଼ିକ ଗିଲିୟଦ ଦେଶରେ ଅଛି।


“ହେ ଶ୍ୱେତଗର୍ଦ୍ଦଭୀ-ଆରୋହୀମାନେ, ହେ ଗାଲିଗ୍ଭରେ ବସିବା ଲୋକମାନେ, ହେ ପଥରେ ଗମନକାରୀମାନେ, ତୁମ୍ଭେମାନେ ଗାନ କର।


କୀ‌ଶ୍‌ଙ୍କର ପୁଅଙ୍କର ନାମ ଶାଉଲ। ଶାଉଲ ଜଣେ ସୁନ୍ଦର ପୁରୁଷ ଥିଲେ। ଶାଉଲ ସମସ୍ତ ଇସ୍ରାଏଲୀୟଙ୍କ ମଧ୍ୟରେ ସୁନ୍ଦର ଥିଲେ ଏବଂ ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଅଧିକ ଉଚ୍ଚ ଥିଲେ।


ଶାଉଲ ଗଧମାନଙ୍କୁ ଖୋଜିବା ପାଇଁ ଗଲେ। ସେ ଇଫ୍ରୟିମ ପର୍ବତ ଅଞ୍ଚଳ ଦେଇ ଗଲେ, ତା'ପରେ ଶାଲିଶା ପ୍ରଦେଶ ଦେଇ ଗଲେ। କିନ୍ତୁ ସେ ଦୁହେଁ ନିରାଶ ହେଲେ। ତେଣୁ ସେମାନେ ଶାଲୀମ୍ ପ୍ରଦେଶ ଦେଇ ଗଲେ ସେଠାରୁ ନିରାଶ ହେବାରୁ ବିନ୍ୟାମୀନଙ୍କ ପ୍ରବେଶ ଦେଇଗଲେ। ସେଠାରେ ମଧ୍ୟ ନିରାଶ ହେଲେ।


ତୁମ୍ଭେମାନେ ତିନି ଦିନ ପୂର୍ବେ ହଜିଥିବା ଗଧମାନଙ୍କ ପାଇଁ ଦୁଃଖ କର ନାହିଁ। ସେମାନଙ୍କୁ ମିଳିଯାଇଛି। ବର୍ତ୍ତମାନ ଇସ୍ରାଏଲୀୟମାନେ ଜଣେ ବ୍ୟକ୍ତିର ସନ୍ଧାନରେ ଅଛନ୍ତି ଏବଂ ସେ ବ୍ୟକ୍ତିଜଣକ ତୁମ୍ଭେ ଅଟ। ସେମାନେ ତୁମ୍ଭକୁ ଏବଂ ତୁମ୍ଭ ପିତାଙ୍କ ପରିବାରବର୍ଗକୁ ଗ୍ଭହାନ୍ତି।”


ଶାଉଲଙ୍କ କକା ତାଙ୍କୁ ଓ ତାଙ୍କର ଯୁବାଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କେଉଁଠାକୁ ଯାଇଥିଲ।” ଶାଉଲ ଉତ୍ତର ଦେଲା, “ଗଧ ଖୋଜିବାକୁ ଯାଇଥିଲୁ। କିନ୍ତୁ ସେମାନେ ନ ମିଳିବାରୁ ଆମ୍ଭେ ଶାମୁୟେଲ ନିକଟକୁ ଦେଖାକରିବାକୁ ଆସିଲୁ।”


Swiv nou:

Piblisite


Piblisite