୧ ଥେସଲନୀକୀୟ 1:1 - ପବିତ୍ର ବାଇବଲ1 ପାଉଲ, ସିଲ୍ୱାନ୍ ଓ ତୀମଥିଙ୍କଠାରୁ ଥେସଲନୀକୀୟ ମଣ୍ଡଳୀ ନିକଟକୁ ପତ୍ର। ଏହି ମଣ୍ଡଳୀଟି ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଅଛି। ତୁମ୍ଭମାନଙ୍କ ପ୍ରତି ପରମେଶ୍ୱରଙ୍କ ଅନୁଗ୍ରହ ଓ ଶାନ୍ତି ହେଉ। Gade chapit laପବିତ୍ର ବାଇବଲ (Re-edited) - (BSI)1 ପାଉଲ, ସିଲ୍ଵାନ ଓ ତୀମଥି, ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ତଳୀ ନିକଟକୁ ପତ୍ର ଲେଖୁଅଛନ୍ତି; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। Gade chapit laଓଡିଆ ବାଇବେଲ1 ପାଉଲ, ସିଲ୍ୱାନ ଓ ତୀମଥି ପିତା ଈଶ୍ୱର ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ଡଳୀ ନିକଟକୁ ପତ୍ର; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ । Gade chapit laପବିତ୍ର ବାଇବଲ (CL) NT (BSI)1 ପାଉଲ, ସିଲ୍ୱାନ ଓ ତୀମଥିଙ୍କ ନିକଟରୁ ଥେସଲନିକାରେ ଥିବା ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଶ୍ୱାସୀ ମଣ୍ଡଳୀକୁ ଏହି ପତ୍ର। ପିତା ଈଶ୍ୱର ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ପ୍ରଦତ୍ତ ହେଉ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପାଉଲ, ସିଲ୍ୱାନ ଓ ତୀମଥି, ପିତା ଈଶ୍ବର ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀ ସହରରେ ଥିବା ମଣ୍ଡଳୀ ନିକଟକୁ ପତ୍ର; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। Gade chapit la |
କରିନ୍ଥଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ର କରାଯାଇଛନ୍ତି ସେମାନଙ୍କ ନିକଟକୁ ଏହି ପତ୍ର ଲେଖା ଯାଉଅଛି। ତୁମ୍ଭେମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ହୋଇଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ସର୍ବତ୍ର ଯେଉଁମାନେ ବିଶ୍ୱାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ୱାସୀଙ୍କ ସହିତ ତୁମ୍ଭେମାନେ ଆହୂତ ହୋଇଅଛ।