୧ ଥେସଲନୀକୀୟ 1:4 - ପବିତ୍ର ବାଇବଲ4 ଭାଇ ଓ ଭଉଣୀମାନେ! ପରମେଶ୍ୱର ତୁମ୍ଭକୁ ପ୍ରେମ କରନ୍ତି। ଆମ୍ଭେ ଏହା ମଧ୍ୟ ଜାଣୁ ଯେ, ସେ ତୁମ୍ଭମାନଙ୍କୁ ନିଜର ବୋଲି ବାଛିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)4 କାରଣ ହେ ଈଶ୍ଵରଙ୍କ ପ୍ରିୟପାତ୍ର ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ, Gade chapit laଓଡିଆ ବାଇବେଲ4 କାରଣ ହେ ଈଶ୍ୱରଙ୍କ ପ୍ରିୟ ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ, Gade chapit laପବିତ୍ର ବାଇବଲ (CL) NT (BSI)4 ଭାଇମାନେ! ଆମେ ଜାଣୁ ଯେ, ଈଶ୍ୱର ତୁମ୍ଭମାନଙ୍କୁ ପ୍ରେମ କରନ୍ତି ଏବଂ ତାଙ୍କ ଆପଣାର ଲୋକ ହେବା ନିମନ୍ତେ ତୁମ୍ଭମାନଙ୍କୁ ମନୋନୀତ କରିଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ହେ ଈଶ୍ବରଙ୍କ ପ୍ରିୟ ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ, Gade chapit la |
ଆମ୍ଭମାନଙ୍କର ପରମପିତା ପରମେଶ୍ୱରଙ୍କୁ ଆମ୍ଭ ପ୍ରାର୍ଥନାରେ ନିବେଦନ କଲାବେଳେ ତୁମ୍ଭେମାନେ ତୁମ୍ଭମାନଙ୍କର ବିଶ୍ୱାସ ହେତୁ ଯାହା କରିଛ, ସେଥିପାଇଁ ତାଙ୍କୁ ଧନ୍ୟବାଦ ଦେଉ। ତୁମ୍ଭେମାନେ ତୁମ୍ଭମାନଙ୍କର ପ୍ରେମ ହେତୁ ଯେଉଁ କାର୍ଯ୍ୟ କରିଛ, ସେଥିପାଇଁ ତାହାଙ୍କୁ ଧନ୍ୟବାଦ ଦେଉ। ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ଭରସା ହେତୁ ତୁମ୍ଭେମାନେ ଦୃଢ଼ ହୋଇ ରହିଛ ବୋଲି ଆମ୍ଭେ ତାଙ୍କୁ ସର୍ବଦା ଧନ୍ୟବାଦ ଅର୍ପଣ କରୁଛୁ।