୧ ଥେସଲନୀକୀୟ 2:18 - ପବିତ୍ର ବାଇବଲ18 ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଥିଲୁ। ମୁଁ ପାଉଲ ନିଜେ କେତେ ଥର ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଶୟତାନ ଆମ୍ଭକୁ ବାଧା ଦେଇଛି। Gade chapit laପବିତ୍ର ବାଇବଲ (Re-edited) - (BSI)18 ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମନସ୍ଥ କରିଥିଲୁ, ବିଶେଷରେ ମୁଁ ପାଉଲ ଥରେ, ହଁ, ଦୁଇ ଥର ମନସ୍ଥ କରିଥିଲି, କିନ୍ତୁ ଶୟତାନ ଆମ୍ଭମାନଙ୍କୁ ବାଧା ଦେଲା। Gade chapit laଓଡିଆ ବାଇବେଲ18 ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମନସ୍ଥ କରିଥିଲୁ, ବିଶେଷରେ ମୁଁ ପାଉଲ ଥରେ, ହଁ, ଦୁଇ ଥର ମନସ୍ଥ କରିଥିଲି, କିନ୍ତୁ ଶୟତାନ ଆମ୍ଭମାନଙ୍କୁ ବାଧା ଦେଲା । Gade chapit laପବିତ୍ର ବାଇବଲ (CL) NT (BSI)18 ତୁମ୍ଭମାନଙ୍କ ନିକଟକୁ ଫେରିଯିବା ପାଇଁ ଆମର ପ୍ରବଳ ଇଚ୍ଛା ଥିଲା ଓ ମୁଁ ନିେଜ ଫେରିଯିବା ପାଇଁ ଏକାଧିକ ଥର ଚେଷ୍ଟା କରିଥିଲି, କିନ୍ତୁ ଶୟତାନ ଆମକୁ ଏଥିରେ ବାଧା ଦେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମନସ୍ଥ କରିଥିଲୁ, ବିଶେଷରେ ମୁଁ ପାଉଲ ଥରେ, ହଁ, ଦୁଇ ଥର ମନସ୍ଥ କରିଥିଲି, କିନ୍ତୁ ଶୟତାନ ଆମ୍ଭମାନଙ୍କୁ ବାଧା ଦେଲା। Gade chapit la |
ଭାଇ ଓ ଭଉଣୀମାନେ, ମୁଁ ତୁମ୍ଭମାନଙ୍କୁ ଜଣାଇବାକୁ ଗ୍ଭହେଁ ଯେ, ପୂର୍ବରୁ ମୁଁ ବହୁତ ଥର ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଏପର୍ଯ୍ୟନ୍ତ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବାକୁ ବାଧା ପାଇଛି। ତୁମ୍ଭମାନଙ୍କୁ ଆତ୍ମିକ ଭାବରେ ବଢ଼ିବାରେ ସାହାଯ୍ୟ କରିବା ପାଇଁ ମୁଁ ଆସିବାକୁ ଇଚ୍ଛା କରିଥିଲି। ଅନ୍ୟ ଅଣଯିହୂଦୀମାନଙ୍କୁ ମୁଁ ଯେପରି ସାହାଯ୍ୟ କରିଥିଲି, ସେହିପରି ତୁମ୍ଭମାନଙ୍କୁ ମୁଁ ସାହାଯ୍ୟ କରିବାକୁ ଗ୍ଭହେଁ।
ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାରରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭେମାନେ ଦଶ ଦିନ ପର୍ଯ୍ୟନ୍ତ ଦୁଃଖ କଷ୍ଟ ସହିବ। କିନ୍ତୁ ବିଶ୍ୱସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ୟୁବରଣ କରିବାକୁ ପଡ଼ିପାରେ। ତୁମ୍ଭେ ଯଦି ବିଶ୍ୱସ୍ତ ରହିବ, ତେବେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦେବି।