୧ ଥେସଲନୀକୀୟ 2:2 - ପବିତ୍ର ବାଇବଲ2 ତୁମ୍ଭମାନଙ୍କ ପାଖକୁ ଯିବା ପୂର୍ବରୁ ଫିଲିପ୍ପୀଠାରେ ଆମ୍ଭେ ଦୁଃଖ ଓ ଅପମାନ ପାଇଥିଲୁ। ଏହି ବିଷୟରେ ତୁମ୍ଭେମାନେ ଜାଣିଛ। ଆମ୍ଭେମାନେ ଯେତେବେଳେ ତୁମ୍ଭମାନଙ୍କ ପାଖକୁ ଗଲୁ, ସେତେବେଳେ ଅନେକ ଲୋକ ଆମ୍ଭର ବିରୁଦ୍ଧ ଥିଲେ। କିନ୍ତୁ ପରମେଶ୍ୱରଙ୍କ ସାହାଯ୍ୟରୁ ଆମ୍ଭେ ସାହସୀ ହୋଇ ପାରିଲୁ। ତୁମ୍ଭମାନଙ୍କୁ ତାହାଙ୍କର ସୁସମାଗ୍ଭର କହିବା ପାଇଁ ସେ ଆମ୍ଭକୁ ସାହାଯ୍ୟ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣେ ଈଶ୍ଵରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ଵରଙ୍କ ଦ୍ଵାରା ସାହସପ୍ରାପ୍ତ ହୋଇଥିଲୁ। Gade chapit laଓଡିଆ ବାଇବେଲ2 ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣେ ଈଶ୍ୱରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ୱରଙ୍କ ଦ୍ୱାରା ସାହସ ପ୍ରାପ୍ତ ହୋଇଥିଲୁ । Gade chapit laପବିତ୍ର ବାଇବଲ (CL) NT (BSI)2 ଥେସଲନିକାରେ ତୁମ୍ଭମାନଙ୍କ ନିକଟକୁ ଆସିବା ପୂର୍ବରୁ ଫିଲିପ୍ପୀରେ ଆମ ପ୍ରତି କିପରି ଦୁର୍ବ୍ୟବହାର ଓ ଅପମାନ କରାଯାଇଥିଲା, ତାହା ତୁମ୍ଭେମାନେ ଜାଣ। ତଥାପି ବହୁ ବିରୋଧ ସତ୍ତେ୍ୱ, ଈଶ୍ୱରଙ୍କଠାରୁ ମିଳିଥିବା ସୁସମାଚାର ତୁମ୍ଭମାନଙ୍କୁ ଜଣାଇବା ନିମନ୍ତେ ସେ ଆମକୁ ସାହସ ଦେଇଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣ ଈଶ୍ବରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ବରଙ୍କ ଦ୍ୱାରା ସାହସ ପ୍ରାପ୍ତ ହୋଇଥିଲୁ। Gade chapit la |
ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିଛୁ। କିନ୍ତୁ ଆମ୍ଭେ କେବଳ ଶବ୍ଦ ବ୍ୟବହାର କରି ନାହୁଁ। ସେହି ସୁସମାଗ୍ଭର ଆମ୍ଭେ ଶକ୍ତି ଓ ପବିତ୍ରଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ୟ। ତୁମ୍ଭେମାନେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲାବେଳେ କିଭଳି ଜୀବନ ବିତାଉଥିଲୁ, ସେଭଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଗ୍ଭହୁଁଥିଲୁ।
ପ୍ରିୟ ବନ୍ଧୁମାନେ, ମୁଁ ତୁମ୍ଭମାନଙ୍କ ପାଖକୁ ଆମ୍ଭେ ସମସ୍ତେ ଅଂଶୀଦାର ହୋଇଥିବା ପରିତ୍ରାଣ ସମ୍ବନ୍ଧରେ ଲେଖିବା ପାଇଁ ବହୁତ ଇଚ୍ଛା କରୁଥିଲି। କିନ୍ତୁ ତାହା ବଦଳରେ ମୁଁ ଅନ୍ୟ କଥା ଲେଖିବା ଆବଶ୍ୟକ ଇଚ୍ଛା କଲି; ମୁଁ ତୁମ୍ଭକୁ ବିଶ୍ୱାସ ସକାଶେ କଠିନ ପରିଶ୍ରମ କରିବା ପାଇଁ ଉତ୍ସାହିତ କରିବାକୁ ଗ୍ଭହେଁ। ପରମେଶ୍ୱର ତାହାଙ୍କର ପବିତ୍ର ଲୋକମାନଙ୍କୁ ସେହି ବିଶ୍ୱାସ ଦେଇଥିଲେ। ପରମେଶ୍ୱର ଏକାଥରକେ ଏହି ବିଶ୍ୱାସ ଦେଇଛନ୍ତି ଓ ଏହା ସବୁଦିନ ପାଇଁ ଉତ୍ତମ।