୧ ଥେସଲନୀକୀୟ 3:1 - ପବିତ୍ର ବାଇବଲ1 ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଆସିପାରି ନ ଥିଲୁ, କିନ୍ତୁ ଅଧିକ ଅପେକ୍ଷା କରିବା ମଧ୍ୟ ଅତ୍ୟନ୍ତ କଷ୍ଟଦାୟକ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଥିନିମନ୍ତେ ଆମ୍ଭେମାନେ ଆଉ ସହି ନ ପାରିବାରୁ ଆଥୀନୀରେ ଏକାକୀ ପଛରେ ରହିବା ପାଇଁ ସ୍ଥିର କଲୁ; Gade chapit laଓଡିଆ ବାଇବେଲ1 ଅତଏବ ଆମ୍ଭେମାନେ ଆଉ ସହି ନ ପାରିବାରୁ ଆଥୀନୀରେ ଏକାକୀ ପଛରେ ରହିବା ପାଇଁ ସ୍ଥିର କଲୁ; Gade chapit laପବିତ୍ର ବାଇବଲ (CL) NT (BSI)1 ଅବଶେଷରେ ଆମେ ଆଉ ସହ୍ୟ କରି ନ ପାରି ସ୍ଥିର କଲୁ ଯେ, ଆମେ ପଛେ ଆଥେନ୍ସ୍ରେ ନିଃସଙ୍ଗ ଜୀବନ ଯାପନ କରିବୁ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅତଏବ ଆମ୍ଭେମାନେ ଆଉ ସହି ନ ପାରିବାରୁ ଆଥିନୀ ସହରରେ ଏକାକୀ ପଛରେ ରହିବା ପାଇଁ ସ୍ଥିର କଲୁ; Gade chapit la |
ସମୟେ ସମୟେ ମୁଁ ନିଜେ ନିଜକୁ କହେ, “ମୁଁ ଆଉ ସଦାପ୍ରଭୁଙ୍କ ବିଷୟ କହିବି ନାହିଁ କି ତାଙ୍କ ପାଇଁ ପ୍ରଗ୍ଭର କରିବି ନାହିଁ।” ମାତ୍ର ଏହା କହିଲା ବେଳେ ମୋ’ ଅସ୍ଥି ମଜ୍ଜା ମଧ୍ୟରେ ଯେପରି ପ୍ରଭୁଙ୍କର ବାଣୀ ଅଗ୍ନିତୁଲ୍ୟ ଜଳି ଉଠେ। ମୁଁ ହୃଦୟ ମଧ୍ୟରେ ତାକୁ ସମ୍ଭାଳି ରଖିପାରେ ନାହିଁ। ସେଗୁଡ଼ିକୁ ଭିତରେ ଧରି ରଖିବା ପାଇଁ ଚେଷ୍ଟା କଲି କିନ୍ତୁ ମୁଁ ତାହା କରିବା ପାଇଁ ଅସମର୍ଥ ହେଲି।