୧ ଥେସଲନୀକୀୟ 4:2 - ପବିତ୍ର ବାଇବଲ2 ତୁମ୍ଭେମାନେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କୁ କ’ଣ କରିବା ପାଇଁ କହିଛୁ। ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅଧିକାର ମାଧ୍ୟମରେ ଆମ୍ଭେ ତୁମ୍ଭମାନଙ୍କୁ ସେହି କଥାଗୁଡ଼ିକ କହିଛୁ। ପରମେଶ୍ୱର ଇଚ୍ଛା କରନ୍ତି ଯେ, ତୁମ୍ଭେମାନେ ପବିତ୍ର ହୁଅ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ଦ୍ଵାରା ତୁମ୍ଭମାନଙ୍କୁ କି କି ଆଦେଶ ଦେଇଥିଲୁ, ତାହା ତ ତୁମ୍ଭେମାନେ ଜାଣ। Gade chapit laଓଡିଆ ବାଇବେଲ2 ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ କି କି ଆଦେଶ ଦେଇଥିଲୁ, ତାହା ତ ତୁମ୍ଭେମାନେ ଜାଣ । Gade chapit laପବିତ୍ର ବାଇବଲ (CL) NT (BSI)2 କାରଣ ପ୍ରଭୁ ଯୀଶୁଙ୍କଠାରୁ କ୍ଷମତାପ୍ରାପ୍ତ ହୋଇ ତୁମ୍ଭମାନଙ୍କୁ ଯେଉଁ ନିର୍ଦ୍ଦେଶ ଦେଇଥିଲୁ, ତାହା ତୁମ୍ଭେମାନେ ଜାଣ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ କି କି ଆଦେଶ ଦେଇଥିଲୁ, ତାହା ତ ତୁମ୍ଭେମାନେ ଜାଣ। Gade chapit la |
ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମୋର କେତେକ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭେମାନେ ସେହିଭଳି ଜୀବନଯାପନ କରୁଛ। ପ୍ରଭୁ ଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସେହିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ୟ କରୁଛୁ।