୧ ଥେସଲନୀକୀୟ 5:1 - ପବିତ୍ର ବାଇବଲ1 ଭାଇ ଓ ଭଉଣୀମାନେ! ସମୟଗୁଡ଼ିକ ଓ ତାରିଖଗୁଡ଼ିକ ବିଷୟରେ ଏବେ କିଛି ଲେଖିବାର ଆବଶ୍ୟକତା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)1 କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଦିଷ୍ଟ ସମୟ ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାର ଆବଶ୍ୟକ ନାହିଁ, Gade chapit laଓଡିଆ ବାଇବେଲ1 କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ, Gade chapit laପବିତ୍ର ବାଇବଲ (CL) NT (BSI)1 ଭାଇମାନେ, ଏ ସମସ୍ତ ବିଷୟ କେବେ ଓ କେଉଁ ପରିସ୍ଥିତିରେ ଘଟିବ, ସେ ସମ୍ପର୍କରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାର ପ୍ରୟୋଜନ ନାହିଁ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ, Gade chapit la |
ପ୍ରିୟ ବନ୍ଧୁମାନେ, ମୁଁ ତୁମ୍ଭମାନଙ୍କ ପାଖକୁ ଆମ୍ଭେ ସମସ୍ତେ ଅଂଶୀଦାର ହୋଇଥିବା ପରିତ୍ରାଣ ସମ୍ବନ୍ଧରେ ଲେଖିବା ପାଇଁ ବହୁତ ଇଚ୍ଛା କରୁଥିଲି। କିନ୍ତୁ ତାହା ବଦଳରେ ମୁଁ ଅନ୍ୟ କଥା ଲେଖିବା ଆବଶ୍ୟକ ଇଚ୍ଛା କଲି; ମୁଁ ତୁମ୍ଭକୁ ବିଶ୍ୱାସ ସକାଶେ କଠିନ ପରିଶ୍ରମ କରିବା ପାଇଁ ଉତ୍ସାହିତ କରିବାକୁ ଗ୍ଭହେଁ। ପରମେଶ୍ୱର ତାହାଙ୍କର ପବିତ୍ର ଲୋକମାନଙ୍କୁ ସେହି ବିଶ୍ୱାସ ଦେଇଥିଲେ। ପରମେଶ୍ୱର ଏକାଥରକେ ଏହି ବିଶ୍ୱାସ ଦେଇଛନ୍ତି ଓ ଏହା ସବୁଦିନ ପାଇଁ ଉତ୍ତମ।