୧ ଥେସଲନୀକୀୟ 5:13 - ପବିତ୍ର ବାଇବଲ13 ତୁମ୍ଭମାନଙ୍କ ମଧ୍ୟରେ କାମ କରୁଥିବା ଯୋଗୁଁ, ସେମାନଙ୍କୁ ପ୍ରେମ କର ଓ ସେମାନଙ୍କୁ ବିଶେଷ ସମ୍ମାନ ଦେଖାଅ। ପରସ୍ପର ଶାନ୍ତିରେ ରୁହ। Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟ; ଆଦର କର। ପରସ୍ପର ସଙ୍ଗରେ ଶାନ୍ତିରେ ରୁହ। Gade chapit laଓଡିଆ ବାଇବେଲ13 ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟନ୍ତ ଆଦର କର । ପରସ୍ପର ସଙ୍ଗରେ ଶାନ୍ତିରେ ରୁହ । Gade chapit laପବିତ୍ର ବାଇବଲ (CL) NT (BSI)13 ସେମାନଙ୍କ କାର୍ଯ୍ୟ ଲାଗି ସେମାନଙ୍କୁ ଆନ୍ତରିକଭାବେ ଭକ୍ତି ଓ ପ୍ରେମ କର। ପରସ୍ପର ସହିତ ଶାନ୍ତିରେ ବାସ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟନ୍ତ ଆଦର କର। ପରସ୍ପର ସଙ୍ଗରେ ଶାନ୍ତିରେ ରୁହ। Gade chapit la |