୧ ଥେସଲନୀକୀୟ 5:18 - ପବିତ୍ର ବାଇବଲ18 ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଥାଅ। ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ପାଇଁ ଏହା ଗ୍ଭହାନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)18 ସବୁ ଅବସ୍ଥାରେ ଧନ୍ୟବାଦ ଦିଅ; କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ଵରଙ୍କ ଅଭିମତ। Gade chapit laଓଡିଆ ବାଇବେଲ18 କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ୱରଙ୍କ ଅଭିମତ । Gade chapit laପବିତ୍ର ବାଇବଲ (CL) NT (BSI)18 ସମସ୍ତ ପରିସ୍ଥିତିରେ କୃତଜ୍ଞ ହୁଅ। ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ଜୀବନ ଯାପନ କରୁଥିବାରୁ, ତୁମଠାରୁ ଈଶ୍ୱର ଏହା ହିଁ ଅପେକ୍ଷା କରନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ। Gade chapit la |
ସେ ପ୍ରାର୍ଥନା କରି କହିଲା, “ମୁଁ ଯେତେବେଳେ ଏହି ପୃଥିବୀରେ ଜନ୍ମ ଲାଭ କଲି ସେତେବେଳେ ମୁଁ ଲଙ୍ଗଳା ଥିଲି ଓ ମୋ’ ପାଖରେ କିଛି ନ ଥିଲା। ଠିକ୍ ସେହିପରି ମୁଁ ଯେତେବେଳେ ମୃତ୍ୟୁବରଣ କରିବି ଓ ଏ ପୃଥିବୀକୁ ତ୍ୟାଗ କରିବି ସେତେବେଳେ ମଧ୍ୟ ଲଙ୍ଗଳା ଓ ଖାଲି ହାତରେ ଯିବି। ସଦାପ୍ରଭୁ ସବୁକିଛି ଦିଅନ୍ତି ଏବଂ ସବୁକିଛି ନେଇ ଯାଆନ୍ତି। ତେଣୁ ସଦାପ୍ରଭୁଙ୍କ ନାମ ହିଁ ପ୍ରଶଂସା ଯୋଗ୍ୟ।”