Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 5:26 - ପବିତ୍ର ବାଇବଲ

26 ଏକତ୍ରିତ ହେଲାବେଳେ, ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପବିତ୍ର ଚୁମ୍ବନ ଦେଇ ନମସ୍କାର କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ସମସ୍ତ ଭାଇଙ୍କୁ ପବିତ୍ର ଚୁମ୍ଵନ ଦେଇ ନମସ୍କାର କର।

Gade chapit la Kopi

ଓଡିଆ ବାଇବେଲ

26 ସମସ୍ତ ଭାଇଙ୍କୁ ପବିତ୍ର ଚୁମ୍ବନ ଦେଇ ନମସ୍କାର କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ସମସ୍ତ ବିଶ୍ୱାସୀମାନଙ୍କୁ ଭ୍ରାତୃସୁଲଭ ଚୁମ୍ବନ ଦେଇ ସମ୍ବର୍ଦ୍ଧନା କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ସମସ୍ତ ଭାଇଙ୍କୁ ପବିତ୍ର ଚୁମ୍ବନ ଦେଇ ନମସ୍କାର କର।

Gade chapit la Kopi




୧ ଥେସଲନୀକୀୟ 5:26
3 Referans Kwoze  

ତୁମ୍ଭେମାନେ ସମସ୍ତେ ପବିତ୍ର ଚୁମ୍ବନ ଦେଇ ଏକଆରେକକୁ ଅଭିବାଦନ ଜଣାଅ। ଖ୍ରୀଷ୍ଟଙ୍କର ସମସ୍ତ ମଣ୍ତଳୀ ବା ବିଶ୍ୱାସୀ ସମୂହ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।


ସମସ୍ତ ଭାଇ ଓ ଭଉଣୀଙ୍କର ତୁମ୍ଭମାନଙ୍କୁ ନମସ୍କାର। ଯେତେବେଳେ ତୁମ୍ଭେମାନେ ଏକତ୍ର ହେଉଛ, ପରସ୍ପରକୁ ପବିତ୍ର ଚୁମ୍ବନ ଦେଇ ଅଭିବାଦନ ଜଣାଅ।


ଯଦି ତୁମ୍ଭେ କେବଳ ନିଜ ଭାଇ ବନ୍ଧୁମାନଙ୍କୁ ନମସ୍କାର କର, ତେବେ ତୁମ୍ଭେ ଅନ୍ୟମାନଙ୍କଠାରୁ କ’ଣ ଅଧିକ କଲ? ବିଧର୍ମୀମାନେ କ’ଣ ଏଭଳି କରନ୍ତି ନାହିଁ କି?


Swiv nou:

Piblisite


Piblisite