୧ ତୀମଥି 2:3 - ପବିତ୍ର ବାଇବଲ3 ଏହା ଉତ୍ତମ ଓ ଏହା ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ। Gade chapit laଓଡିଆ ବାଇବେଲ3 ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ; Gade chapit laପବିତ୍ର ବାଇବଲ (CL) NT (BSI)3 ଏହି ପ୍ରକାର ପ୍ରାର୍ଥନା ତ୍ରାଣକର୍ତ୍ତା ଈଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ ଓ ଗ୍ରହଣଯୋଗ୍ୟ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ; Gade chapit la |
ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମୋର କେତେକ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭେମାନେ ସେହିଭଳି ଜୀବନଯାପନ କରୁଛ। ପ୍ରଭୁ ଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସେହିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ୟ କରୁଛୁ।