୧ ତୀମଥି 2:8 - ପବିତ୍ର ବାଇବଲ8 ମୁଁ ଗ୍ଭହେଁ ଯେ ସର୍ବତ୍ର ଲୋକେ ପ୍ରାର୍ଥନା କରନ୍ତୁ। ଯେଉଁ ଲୋକମାନେ ପ୍ରାର୍ଥନା ପାଇଁ ହାତ ଉଠେଇବେ, ସେମାନେ ପବିତ୍ର ହୋଇଥିବା ଆବଶ୍ୟକ। ସେମାନେ ରାଗି ଯିବା ଉଚିତ୍ ନୁହେଁ ଓ ଯୁକ୍ତିତର୍କରେ ପ୍ରବୃତ୍ତ ହେବା ଉଚିତ୍ ନୁହେଁ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ। Gade chapit laଓଡିଆ ବାଇବେଲ8 ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ । Gade chapit laପବିତ୍ର ବାଇବଲ (CL) NT (BSI)8 ଉପାସନାରେ ଈଶ୍ୱର ପରାୟଣ ବ୍ୟକ୍ତିମାନେ ହସ୍ତ ଉତ୍ତୋଳନ କରି ପ୍ରାର୍ଥନା କରିବା ବେଳେ ମନରୁ ସବୁ ପ୍ରକାର କ୍ରୋଧ ଓ ବିଦ୍ୱେଷ ଭାବ ବର୍ଜ୍ଜନ କରନ୍ତୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ। Gade chapit la |
ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି ତୁମ୍ଭର ବିଶ୍ୱାସ ଥିବ ଓ କୌଣସି ସନ୍ଦେହ ନ ଥିବ ତେବେ ମୁଁ ଏ ଗଛଟିକୁ ଯାହା କଲି, ତୁମ୍ଭେମାନେ ମଧ୍ୟ ଠିକ୍ ସେହିପରି କରି ପାରିବ। ତୁମ୍ଭେମାନେ ମଧ୍ୟ ଅନେକ ଅଧିକ କାମ କରି ପାରିବ। ତୁମ୍ଭେମାନେ ଏ ପର୍ବତକୁ କହିପାରିବ, ‘ହେ ପର୍ବତ, ଏଠାରୁ ଯାଅ ଓ ସମୁଦ୍ରରେ ପଡ଼।’ ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଏହା ଘଟିବ।
କରିନ୍ଥଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ର କରାଯାଇଛନ୍ତି ସେମାନଙ୍କ ନିକଟକୁ ଏହି ପତ୍ର ଲେଖା ଯାଉଅଛି। ତୁମ୍ଭେମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ହୋଇଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ସର୍ବତ୍ର ଯେଉଁମାନେ ବିଶ୍ୱାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ୱାସୀଙ୍କ ସହିତ ତୁମ୍ଭେମାନେ ଆହୂତ ହୋଇଅଛ।