୧ ତୀମଥି 4:2 - ପବିତ୍ର ବାଇବଲ2 ପ୍ରବଞ୍ଚକ ଆତ୍ମାମାନଙ୍କର ଶିକ୍ଷାଗୁଡ଼ିକୁ ପାଳନ କରିବେ। ସେହି ଶିକ୍ଷାଗୁଡ଼ିକ ପ୍ରତାରକ ଓ ମିଥ୍ୟାବାଦୀ ଲୋକମାନଙ୍କ ଦ୍ୱାରା ଆସେ। ସେମାନେ କ’ଣ ଭଲ ଓ କ’ଣ ମନ୍ଦ, ତାହା ଜାଣି ପାରନ୍ତି ନାହିଁ। ତାହାଙ୍କର ବୋଧ ଶକ୍ତି ନଷ୍ଟ ହୋଇଯାଇଥାଏ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଭ୍ରାନ୍ତିଜନକ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ଵାସ ପରିତ୍ୟାଗ କରିବେ; Gade chapit laଓଡିଆ ବାଇବେଲ2 ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ; Gade chapit laପବିତ୍ର ବାଇବଲ (CL) NT (BSI)2 କେତେକ ଶଠ ମିଥ୍ୟାବାଦୀ ଏ ଭଳି ଶିକ୍ଷା ଦେବାରେ ଲାଗିଛନ୍ତି - ସେମାନଙ୍କ ବିବେକ ପୋଡ଼ି ଭସ୍ମ ହୋଇଯାଇଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ; Gade chapit la |
ଆଉ ମଧ୍ୟ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି ଓ ସେହି ମିଥ୍ୟା କଥା ଓ ଅସାର ଶିକ୍ଷା ଦ୍ୱାରା ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରନ୍ତି। ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ। ତେଣୁ ସେମାନେ ଏହି ଲୋକମାନଙ୍କର କିଛି ମାତ୍ର ଉପକାର କରି ପାରିବେ ନାହିଁ।”