୧ ତୀମଥି 4:4 - ପବିତ୍ର ବାଇବଲ4 ପରମେଶ୍ୱର ଯାହାସବୁ ସୃଷ୍ଟି କରିଛନ୍ତି, ସେ ସବୁ ଉତ୍ତମ ଅଟେ। ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲା ପରେ, ତାହାଙ୍କ ସୃଷ୍ଟ କୌଣସି ବିଷୟ ଗ୍ରହଣ କରିବା ପାଇଁ ମନା କରିବା ଉଚିତ୍ ନୁହେଁ। Gade chapit laପବିତ୍ର ବାଇବଲ (Re-edited) - (BSI)4 କାରଣ ଈଶ୍ଵରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରାହ୍ୟ ନୁହେଁ, Gade chapit laଓଡିଆ ବାଇବେଲ4 କାରଣ ଈଶ୍ୱରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ, Gade chapit laପବିତ୍ର ବାଇବଲ (CL) NT (BSI)4 ଈଶ୍ୱର ଯାହା ସୃଷ୍ଟି କରିଛନ୍ତି, ସେ ସମସ୍ତ ଉତ୍ତମ, ସେଥିରୁ କୌଣସିଟିକୁ ବର୍ଜନ କରାଯାଇପାରେ ନାହିଁ। ତାଙ୍କୁ ଧନ୍ୟବାଦ ଅର୍ପଣ କରି ତାଙ୍କର ସମସ୍ତ ଦାନକୁ କୃତଜ୍ଞତା ସହ ଗ୍ରହଣ କରିବା ଉଚିତ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ଈଶ୍ବରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ, Gade chapit la |
ଯେଉଁ ଲୋକ ଗୋଟିଏ ଦିନକୁ ଅନ୍ୟ ଦିନ ଗୁଡ଼ିକ ତୁଳନାରେ ବିଶେଷ ମହତ୍ତ୍ୱ ଦିଏ, ତାହା ସେ ପ୍ରଭୁଙ୍କ ପାଇଁ ସେହିପରି କରେ। ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଏ, ତାହା ସେ ପ୍ରଭୁଙ୍କ ପାଇଁ କରେ। ଖାଦ୍ୟ ପାଇଁ ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଏ। ଯେଉଁ ଲୋକ କେତେକ ପ୍ରକାରର ଖାଦ୍ୟ ଖାଇବାକୁ ବାରଣ କରେ, ତାହା ସେ ପ୍ରଭୁଙ୍କ ପାଇଁ ସେହିପରି କରେ, ଓ ତାହାଙ୍କୁ ଧନ୍ୟବାଦ ଜଣାଏ।