୧ ତୀମଥି 5:1 - ପବିତ୍ର ବାଇବଲ1 ତୁମ୍ଭେ ଜଣେ ବୟସ୍କ ଲୋକ ସହିତ ରାଗରେ କଥାବାର୍ତ୍ତା କର ନାହିଁ। ନିଜ ପିତା ବୋଲି ଭାବି ତାହାଙ୍କ ସହିତ କଥା କୁହ। ସାନମାନଙ୍କ ପ୍ରତି ନିଜ ଭାଇ ଭଳି ଆଚରଣ କର। Gade chapit laପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ତିରସ୍କାର କର ନାହିଁ, କିନ୍ତୁ ତାଙ୍କୁ ପିତୃତୁଲ୍ୟ ଜ୍ଞାନ କରି ବିନୟ କର; ଯୁବକମାନଙ୍କୁ ଭ୍ରାତୃତୁଲ୍ୟ, Gade chapit laଓଡିଆ ବାଇବେଲ1 ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି, Gade chapit laପବିତ୍ର ବାଇବଲ (CL) NT (BSI)1 ବୟୋଜ୍ୟେଷ୍ଠମାନଙ୍କୁ ପିତୃତୁଲ୍ୟ ମନେ କର। ସେମାନଙ୍କୁ ଭର୍ତ୍ସନା ନ କରି ନମ୍ର ଭାବରେ ଅନୁଯୋଗ କର। କନିଷ୍ଠମାନଙ୍କ ପ୍ରତି ଭ୍ରାତୃସୁଲଭ ବ୍ୟବହାର କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି, Gade chapit la |