୧ ତୀମଥି 5:11 - ପବିତ୍ର ବାଇବଲ11 କିନ୍ତୁ ଯୁବତୀ ବିଧବାମାନଙ୍କୁ ସେହି ତାଲିକାଭୁକ୍ତ କର ନାହିଁ। ସେମାନେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ସମର୍ପିତ ହେବା ପରେ ମଧ୍ୟ ନିଜର ପ୍ରବଳ କାମାଭିଳାଷ ଯୋଗୁଁ ତାହାଙ୍କଠାରୁ ଦୂରକୁ ଆକର୍ଷିତ ହୋଇ ପାରନ୍ତି। ତା'ପରେ ସେମାନେ ପୁଣି ଥରେ ବିବାହ କରିବାକୁ ଇଚ୍ଛା କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)11 କିନ୍ତୁ ଯୁବତୀ ବିଧବାମାନଙ୍କୁ ଅଗ୍ରାହ୍ୟ କର, କାରଣ ସେମାନେ କାମାଭିଳାଷରେ ଆସକ୍ତ ହୋଇ ଖ୍ରୀଷ୍ଟଙ୍କଠାରୁ ବିମୁଖ ହେଲେ ବିବାହ କରିବାକୁ ଇଚ୍ଛା କରନ୍ତି; Gade chapit laଓଡିଆ ବାଇବେଲ11 କିନ୍ତୁ ଯୁବତୀ ବିଧବାମାନଙ୍କୁ ଗ୍ରହଣ କର ନାହିଁ, କାରଣ ସେମାନେ କାମାଭିଳାଷରେ ଆସକ୍ତ ହୋଇ ଖ୍ରୀଷ୍ଟଙ୍କଠାରୁ ବିମୁଖ ହେଲେ ବିବାହ କରିବାକୁ ଇଚ୍ଛା କରନ୍ତି; Gade chapit laପବିତ୍ର ବାଇବଲ (CL) NT (BSI)11-12 ଅଳ୍ପବୟସ୍କା ବିଧବାମାନଙ୍କୁ ଏହି ତାଲିକାରେ ରଖ ନାହିଁ। ସେମାନେ ପୁନର୍ବିବାହର ଲାଳସା ପୋଷଣ କରିବା ଦ୍ୱାରା ପ୍ରଭୁ ଯୀଶୁଙ୍କଠାରେ ରଖିଥିବା ପ୍ରତିଜ୍ଞା ଭଙ୍ଗ କରି ତାଙ୍କଠାରୁ ଦୂରେଇ ଯିବାର ଆଶଙ୍କା ରହିଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କିନ୍ତୁ ଯୁବତୀ ବିଧବାମାନଙ୍କୁ ଗ୍ରହଣ କର ନାହିଁ, କାରଣ ସେମାନେ କାମାଭିଳାଷରେ ଆସକ୍ତ ହୋଇ ଖ୍ରୀଷ୍ଟଙ୍କଠାରୁ ବିମୁଖ ହେଲେ ବିବାହ କରିବାକୁ ଇଚ୍ଛା କରନ୍ତି; Gade chapit la |