୧ ତୀମଥି 5:25 - ପବିତ୍ର ବାଇବଲ25 ଲୋକମାନଙ୍କ କ୍ଷେତ୍ରରେ ମଧ୍ୟ ଏହା ସତ। ଲୋକଙ୍କ ଭଲ କାମ ସହଜରେ ଦେଖାଯାଏ। କିନ୍ତୁ ଯେତେବେଳେ ସେହି ଭଲ କାମଗୁଡ଼ିକ ଦେଖାଯାଏ ନାହିଁ, ସେଗୁଡ଼ିକ ଲୁଚି ରହେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)25 ସେହି ପ୍ରକାରେ ମଧ୍ୟ ସତ୍କାର୍ଯ୍ୟ ପୂର୍ବରୁ ପ୍ରକାଶିତ ହୁଏ, ଆଉ ଯାହା ପ୍ରକାଶିତ ହୁଏ ନାହିଁ, ତାହା ଗୁପ୍ତ ରଖାଯାଇ ପାରେ ନାହିଁ। Gade chapit laଓଡିଆ ବାଇବେଲ25 ସେହି ପ୍ରକାରେ ମଧ୍ୟ ସତ୍କାର୍ଯ୍ୟ ପୂର୍ବରୁ ପ୍ରକାଶିତ ହୁଏ, ଆଉ ଯାହା ପ୍ରକାଶିତ ହୁଏ ନାହିଁ, ତାହା ଗୁପ୍ତ ରଖାଯାଇ ପାରେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)25 ସେହିପରି କେତେକଙ୍କ ଧର୍ମକର୍ମ ସହଜରେ ସମସ୍ତଙ୍କର ଦୃଷ୍ଟିଗୋଚର ହୋଇଥାଏ। କିନ୍ତୁ ଆଉ କେତେକଙ୍କ ସତ୍କର୍ମ ସେହିପରି ପ୍ରକାଶ ନ ପାଇଲେ ସୁଦ୍ଧା, ଚିରଦିନ ଲୁକ୍କାୟିତ ହୋଇ ରହି ପାରିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସେହି ପ୍ରକାରେ ମଧ୍ୟ ସତ୍କର୍ମ ପୂର୍ବରୁ ପ୍ରକାଶିତ ହୁଏ, ଆଉ ଯାହା ପ୍ରକାଶିତ ହୁଏ ନାହିଁ, ତାହା ଗୁପ୍ତ ରଖାଯାଇପାରେ ନାହିଁ। Gade chapit la |
ସେମାନେ ତାହାଙ୍କୁ କହିଲେ, “ଆମ୍ଭମାନଙ୍କୁ ସୈନ୍ୟବାହିନୀର ଅଧିକାରୀ କର୍ଣ୍ଣୀଲିୟ ପଠାଇଛନ୍ତି। ସେ ପରମେଶ୍ୱରଙ୍କୁ ଭୟ କରୁଥିବା ଜଣେ ଉତ୍ତମ ବ୍ୟକ୍ତି। ତାହାଙ୍କୁ ଯିହୂଦୀମାନେ ବହୁତ ସମ୍ମାନ ଦିଅନ୍ତି। ଜଣେ ପବିତ୍ର ସ୍ୱର୍ଗଦୂତ କର୍ଣ୍ଣୀଲିୟଙ୍କୁ ଦର୍ଶନ ଦେଇ ତୁମ୍ଭକୁ ତାହାଙ୍କ ଘରକୁ ନିମନ୍ତ୍ରଣ କରିବା ପାଇଁ କହିଛନ୍ତି, ଯେପରି ସେ ତୁମ୍ଭ ନିକଟରୁ କଥା ଶୁଣିପାରନ୍ତି।”