୧ ତୀମଥି 5:7 - ପବିତ୍ର ବାଇବଲ7 ସେଠାରେ ଥିବା ସମସ୍ତ ବିଶ୍ୱାସୀ ଲୋକଙ୍କୁ ଏହି କାମଗୁଡ଼ିକ କରିବା ପାଇଁ କୁହ, ତା'ହେଲେ କେହି କହିବେ ନାହିଁ ଯେ ସେମାନେ ଭୁଲ୍ କରୁଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)7 ସେମାନେ ଯେଯରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ। Gade chapit laଓଡିଆ ବାଇବେଲ7 ସେମାନେ ଯେପରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ । Gade chapit laପବିତ୍ର ବାଇବଲ (CL) NT (BSI)7 ବିଧବାମାନଙ୍କୁ ଏ ବିଷୟରେ ସାବଧାନ କରିଦିଅ, କେହି ଯେପରି ସେମାନଙ୍କ ବିରୁଦ୍ଧରେ କୌଣସି ଅଭିଯୋଗ କରିବାକୁ ସୁଯୋଗ ନ ପାଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ ଯେପରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ। Gade chapit la |
ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି।