୧ ତୀମଥି 6:11 - ପବିତ୍ର ବାଇବଲ11 କିନ୍ତୁ ତୁମ୍ଭେ ଜଣେ ପରମେଶ୍ୱରଙ୍କର ଲୋକ। ଅତଏବ ତୁମ୍ଭେ ସେହିସବୁ ବିଷୟଠାରୁ ଦୂରରେ ରହିବା କଥା। ଧାର୍ମିକ ଭାବରେ ରହିବା ପାଇଁ ଚେଷ୍ଟା କର, ପରମେଶ୍ୱରଙ୍କ ଉପାସନା କର। ତୁମ୍ଭ ଜୀବନରେ ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ଭଦ୍ର ଆଚରଣ କରିବା ପାଇଁ ଚେଷ୍ଟା କର। Gade chapit laପବିତ୍ର ବାଇବଲ (Re-edited) - (BSI)11 କିନ୍ତୁ ହେ ଈଶ୍ଵରଙ୍କ ଲୋକ, ତୁମ୍ଭେ ଏହି ସମସ୍ତରୁ ପଳାୟନ କରି ଧାର୍ମିକତା, ଈଶ୍ଵରପରାୟଣତା, ବିଶ୍ଵାସ, ପ୍ରେମ, ଧୈର୍ଯ୍ୟ ଓ ସହିଷ୍ଣୁତାର ଅନୁଗାମୀ ହୁଅ। Gade chapit laଓଡିଆ ବାଇବେଲ11 କିନ୍ତୁ ହେ ଈଶ୍ୱରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ,ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ । Gade chapit laପବିତ୍ର ବାଇବଲ (CL) NT (BSI)11 ତୁମେ ଈଶ୍ୱରଙ୍କ ଭକ୍ତ - ସୁତରାଂ ଏ ସମସ୍ତଠାରୁ ତୁମେ ଦୂରେଇ ରୁହ। ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ, ପ୍ରେମ, ସହିଷ୍ଣୁତା ଓ ସୌଜନ୍ୟ ପ୍ରଭୃତି ସଦ୍ଗୁଣରେ ପରିପୂର୍ଣ୍ଣ ହେବାକୁ ଚେଷ୍ଟା କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କିନ୍ତୁ ହେ ଈଶ୍ବରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ବରପରାୟଣତା, ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ। Gade chapit la |
ଶଲୋମନ ତାଙ୍କ ପିତା ଦାଉଦଙ୍କର ଦତ୍ତ ନିର୍ଦ୍ଦେଶାବଳିକୁ ପାଳନ କଲେ। ଶଲୋମନ ଯାଜକମାନଙ୍କର ଦଳକୁ ସେମାନଙ୍କର ସେବାକାର୍ଯ୍ୟ ନିମନ୍ତେ ମନୋନୀତ କଲେ। ଶଲୋମନ ଲେବୀୟମାନଙ୍କୁ ମଧ୍ୟ ସେମାନଙ୍କର ସେବାକାର୍ଯ୍ୟ ନିମନ୍ତେ ମନୋନୀତ କଲେ। ଲେବୀୟମାନଙ୍କର କାର୍ଯ୍ୟ ଥିଲା ପ୍ରଶଂସା ଗାନରେ ନେତୃତ୍ୱ ଦେବା ଓ ମନ୍ଦିରର ସେବାକାର୍ଯ୍ୟ ନିମନ୍ତେ ଦୈନନ୍ଦିନ ଯେଉଁ ବିଷୟମାନ କରାଯାଏ, ସେଥିରେ ଯାଜକମାନଙ୍କୁ ସାହାଯ୍ୟ କରିବା। ଆଉ ଶଲୋମନ ଦ୍ୱାର ନିକଟରେ ସେବାକାର୍ଯ୍ୟ କରିବା ନିମନ୍ତେ ଦ୍ୱାରପାଳମାନଙ୍କୁ ସେମାନଙ୍କର ଦଳ ଅନୁଯାୟୀ ମନୋନୀତ କଲେ। ପରମେଶ୍ୱରଙ୍କ ଲୋକ ଦାଉଦ ତାକୁ ଏହା କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।