Biblia Todo Logo
Bib sou entènèt

- Piblisite -




୧ ତୀମଥି 6:7 - ପବିତ୍ର ବାଇବଲ

7 ପୃଥିବୀକୁ ଆସିଲା ବେଳେ ଆମ୍ଭେ କିଛି ଆଣି ନ ଥିଲୁ ଓ ଯେତେବେଳେ ଆମ୍ଭେ ମରିଯିବା ଏଠାରୁ କିଛି ନେଇ ଯାଇ ପାରିବା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି ଏଠାରୁ କିଛି ଘେନିଯାଇ ନ ପାରୁ;

Gade chapit la Kopi

ଓଡିଆ ବାଇବେଲ

7 କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ , ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଆମେ ଏହି ଜଗତକୁ କ’ଣ ନେଇ ଆସିଛୁ? କିଛି ତ ନୁହେଁ। ପୁଣି ଏଠାରୁ ସାଙ୍ଗରେ କ’ଣ ନେଇ ଫେରିଯିବା? କିଛି ନୁହେଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ;

Gade chapit la Kopi




୧ ତୀମଥି 6:7
6 Referans Kwoze  

ସେ ପ୍ରାର୍ଥନା କରି କହିଲା, “ମୁଁ ଯେତେବେଳେ ଏହି ପୃଥିବୀରେ ଜନ୍ମ ଲାଭ କଲି ସେତେବେଳେ ମୁଁ ଲଙ୍ଗଳା ଥିଲି ଓ ମୋ’ ପାଖରେ କିଛି ନ ଥିଲା। ଠିକ୍ ସେହିପରି ମୁଁ ଯେତେବେଳେ ମୃତ୍ୟୁବରଣ କରିବି ଓ ଏ ପୃଥିବୀକୁ ତ୍ୟାଗ କରିବି ସେତେବେଳେ ମଧ୍ୟ ଲଙ୍ଗଳା ଓ ଖାଲି ହାତରେ ଯିବି। ସଦାପ୍ରଭୁ ସବୁକିଛି ଦିଅନ୍ତି ଏବଂ ସବୁକିଛି ନେଇ ଯାଆନ୍ତି। ତେଣୁ ସଦାପ୍ରଭୁଙ୍କ ନାମ ହିଁ ପ୍ରଶଂସା ଯୋଗ୍ୟ।”


ସେହି ଲୋକମାନେ ଯେତେବେଳେ ମୃତ୍ୟୁବରଣ କରିବେ ସେମାନେ ସାଙ୍ଗରେ କିଛି ନେଇଯିବେ ନାହିଁ। ତାଙ୍କର ଐଶ୍ୱର୍ଯ୍ୟ ତାଙ୍କ ସଙ୍ଗରେ ଯିବ ନାହିଁ।


ସମ୍ପତ୍ତି ସର୍ବଦା ସ୍ଥାୟୀ ନୁହେଁ। ମୁକୁଟ ମଧ୍ୟ ପୁରୁଷାନୁକ୍ରମେ ରହେ ନାହିଁ।


Swiv nou:

Piblisite


Piblisite