୨ କରିନ୍ଥୀୟ 1:14 - ପବିତ୍ର ବାଇବଲ14 ଯେପରିକି ତୁମ୍ଭେମାନେ ଆମ୍ଭ ବିଷୟରେ କିଛି କଥା ଆଗରୁ ବୁଝି ସାରିଛ, ସେଥିପାଇଁ ଆମ୍ଭେ ଆଶା କରୁ ଯେ, ତୁମ୍ଭେମାନେ ବର୍ତ୍ତମାନ ସମ୍ପୂର୍ଣ୍ଣ ଭାବରେ ବୁଝି ପାରିବ। ତୁମ୍ଭେମାନେ ଏ କଥା ବୁଝି ପାରିବ ଯେ, ଯେପରି ବର୍ତ୍ତମାନ ତୁମ୍ଭେ ଆମ୍ଭ ପାଇଁ ଗର୍ବ କରୁଛ, ସେହିପରି ଆମ୍ଭ ପ୍ରଭୁ ଯୀଶୁ ଆସିବା ଦିନ, ଆମ୍ଭେମାନେ ତୁମ୍ଭମାନଙ୍କ ପାଇଁ ଗର୍ବ କରି ପାରିବୁ। Gade chapit laପବିତ୍ର ବାଇବଲ (Re-edited) - (BSI)14 ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେ ଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହିପ୍ରକାରେ ଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହା ତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେ ବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସା କରୁଅଛି। Gade chapit laଓଡିଆ ବାଇବେଲ14 ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେ ଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହି ପ୍ରକାରେ ଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହା ତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେ ବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସା କରୁଅଛି । Gade chapit laପବିତ୍ର ବାଇବଲ (CL) NT (BSI)14 ମୁଁ ଆଶା କରୁଛି, ବର୍ତ୍ତମାନ ଯାହା ଆଂଶିକଭାବେ ବୁଝୁଛ, ତାହା ଯଥା ସମୟରେ ପ୍ରଭୁ ଯୀଶୁଙ୍କୁ ପୁନରାଗମନ ଦିନରେ ସମ୍ପୂର୍ଣ୍ଣରୁପେ ବୁଝି ପାରିବ। ତାହାହେଲେ, ତୁମ୍ଭମାନେ ଆମ ପାଇଁ ଗର୍ବ ଅନୁଭବ କରିବ ଓ ଆମେ ମଧ୍ୟ ତୁମ ପାଇଁ ଗର୍ବ କରିବୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେ ଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହି ପ୍ରକାରେ ଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହା ତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେ ବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସା କରୁଅଛି। Gade chapit la |
ଭାଇ ଓ ଭଉଣୀମାନେ, ଏହି ନିଗୂଢ଼ ସତ୍ୟ ବିଷୟରେ ତୁମ୍ଭେମାନେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଗ୍ଭହେଁ ନାହିଁ। ଏହି ସତ୍ୟ ତୁମ୍ଭମାନଙ୍କୁ ଜାଣିବାରେ ସାହାଯ୍ୟ କରିବ ଯେ, ତୁମ୍ଭେମାନେ ସର୍ବଜ୍ଞ ନୁହଁ। ଏହି କଥା ସତ୍ୟ ଯେ, ଇସ୍ରାଏଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ୟ କରାଯାଇଛି। ଯେତେବେଳେ ପୂର୍ଣ୍ଣ ସଂଖ୍ୟକ ଅଣଯିହୂଦୀ ପରମେଶ୍ୱରଙ୍କ ନିଜ ଲୋକ ହୋଇ ଯିବେ, ତା'ହେଲେ ଏହି ସ୍ଥିତିରେ ପରିବର୍ତ୍ତନ ଘଟିବ।