Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 1:15 - ପବିତ୍ର ବାଇବଲ

15 ମୋହର ଏହି ବିଶ୍ୱାସ ଥିବାରୁ ମୁଁ ପ୍ରଥମରେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଠିକ୍ କଲି। ଏହା ଦ୍ୱାରା ତୁମ୍ଭେମାନେ ଦୁଇଥର ଆଶୀର୍ବାଦ ଲାଭ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆଉ, ତୁମ୍ଭେମାନେ ଯେପରି ଦ୍ଵିତୀୟ ଥର ଅନୁଗ୍ରହ ଲାଭ କରି ପାର,

Gade chapit la Kopi

ଓଡିଆ ବାଇବେଲ

15 ଆଉ, ତୁମ୍ଭେମାନେ ଯେପରି ଦ୍ୱିତୀୟ ଥର ଅନୁଗ୍ରହ ଲାଭ କରିପାର,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଏ ବିଶୟ ମୁଁ ନିଶ୍ଚିତ ଭାବରେ ଜାଣି ଥିବାରୁ ପ୍ରଥମେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୋର ଇଚ୍ଛା ଥିଲା। ତାହେଲେ ତୁମ୍ଭମାନେ ଦୁଇ ଥର ଆନନ୍ଦ ଲାଭ କରି ପାରିଥାଆନ୍ତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ, ତୁମ୍ଭେମାନେ ଯେପରି ଦ୍ୱିତୀୟ ଥର ଅନୁଗ୍ରହ ଲାଭ କରିପାର,

Gade chapit la Kopi




୨ କରିନ୍ଥୀୟ 1:15
9 Referans Kwoze  

କିନ୍ତୁ ଖୁବ୍ ଶୀଘ୍ର ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ଓ ଅହଂକାର କରୁଥିବା ଲୋକମାନେ କ’ଣ ଅଧିକ କାର୍ଯ୍ୟ କରୁଛନ୍ତି ତାହା ମୁଁ ଦେଖିବାକୁ ଗ୍ଭହେଁ।


ମୁଁ ତୁମ୍ଭମାନଙ୍କୁ ଦେଖିବାକୁ ବହୁତ ଇଚ୍ଛା କରେ। ତୁମ୍ଭମାନଙ୍କୁ କିଛି ଆତ୍ମିକ ଅନୁଗ୍ରହଦାନ ଦେଇ ଶକ୍ତିଶାଳୀ କରାଇବା ମୋର ଇଚ୍ଛା।


ମୁଁ ଜାଣେ ଯେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବି, ସେତେବେଳେ ଖ୍ରୀଷ୍ଟଙ୍କର ସମ୍ପୂର୍ଣ୍ଣ ଆଶୀର୍ବାଦ ନେଇ ଆସିବି।


ଆମ୍ଭେମାନେ ପରମେଶ୍ୱରଙ୍କ ସହିତ କାମ କରୁଥିବା ହେତୁ ତୁମ୍ଭମାନଙ୍କୁ ବିନତି କରୁ ଯେ, ପରମେଶ୍ୱରଙ୍କଠାରୁ ଯେଉଁ ଅନୁଗ୍ରହ ତୁମ୍ଭେମାନେ ପାଇଛ, ତାହା ଯେପରି ବ୍ୟର୍ଥ ନ ଯାଏ।


ଯଦି କାହାକୁ ବହୁତ ଭୋକ ଲାଗୁଛି, ସେ ଘରେ ଖାଇଦେବା ଉଚିତ୍, ଯଦ୍ଦ୍ୱାରା ପ୍ରଭୁଭୋଜ ସଭାରେ ତୁମ୍ଭମାନଙ୍କ ଆଚରଣ ହେତୁ ପ୍ରଭୁଙ୍କ ଦ୍ୱାରା ବିଗ୍ଭରିତ ହେବ ନାହିଁ। ମୁଁ ଯେବେ ଆସିବି, ଅବଶିଷ୍ଟ ବିଷୟରେ କ’ଣ କରିବାକୁ ହେବ କହିବି।


କିନ୍ତୁ ତାଙ୍କର ଭାବୀପତି ଯୋଷେଫ ଜଣେ ଧାର୍ମିକ ଲୋକ ଥିଲେ। ଲୋକମାନଙ୍କ ଆଗରେ ମରିୟମଙ୍କୁ ଅପମାନ କରିବା ସେ ଗ୍ଭହୁଁ ନ ଥିଲେ। ସେ ତାହାଙ୍କୁ ଛାଡ଼ପତ୍ର ଦେବା ପାଇଁ ଗୋପନରେ ଯୋଜନା କଲେ।


ମୁଁ ଏବେ ତୁମ୍ଭମାନଙ୍କ ସହିତ ଦେଖା କରିବାକୁ ଇଚ୍ଛା କରୁ ନାହିଁ, କାରଣ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସହ ଅଧିକ ସମୟ ରହିବା ପାଇଁ ଆଶା କରେ।


ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ଯିବା ପାଇଁ ପ୍ରସ୍ତୁତ। ଓ ମୁଁ ତୁମ୍ଭମାନଙ୍କ ପାଇଁ ଭାରସ୍ୱରୂପ ହେବି ନାହିଁ। ତୁମ୍ଭମାନଙ୍କର ଥିବା ସମ୍ପତ୍ତିରୁ ମୁଁ କିଛି ଇଚ୍ଛା କରେ ନାହିଁ। ପ୍ରତିବଦଳରେ ମୁଁ ତୁମ୍ଭମାନଙ୍କୁ ଗ୍ଭହେଁ। ସନ୍ତାନମାନଙ୍କର ନିଜ ପିତାମାତା ଲାଗି କୌଣସି ସଞ୍ଚୟର ଆବଶ୍ୟକତା ନ ଥାଏ, କିନ୍ତୁ ସନ୍ତାନମାନଙ୍କ ଲାଗି ପିତାମାତା ସଞ୍ଚୟ କରନ୍ତି।


Swiv nou:

Piblisite


Piblisite