Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 1:16 - ପବିତ୍ର ବାଇବଲ

16 ମାକିଦନିଆ ଯିବା ବାଟରେ ମୁଁ ତୁମ୍ଭମାନଙ୍କୁ ଦେଖିବା ପାଇଁ ଯୋଜନା କଲି। ମାକିଦନିଆରୁ ଫେରିଲା ବେଳେ ମଧ୍ୟ ପୁନର୍ବାର ତୁମ୍ଭମାନଙ୍କ ପାଖକୁ ଆସିବି। ତୁମ୍ଭମାନଙ୍କ ସାହାଯ୍ୟରେ ଯିହୂଦା ଦେଶକୁ ପ୍ରସ୍ଥାନ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ତୁମ୍ଭମାନଙ୍କ ନିକଟ ଦେଇ ମାକିଦନିଆକୁ ଯାଇ ଓ ପୁନର୍ବାର ମାକିଦନିଆରୁ ତୁମ୍ଭମାନଙ୍କ ନିକଟକୁ ଆସି ତୁମ୍ଭମାନଙ୍କ ସାହାଯ୍ୟରେ ଯିହୁଦା ପ୍ରଦେଶକୁ ଯାତ୍ରା କରି ପାରେ, ଏଥିପାଇଁ ମୁଁ ସେହି ବିଶ୍ଵାସରେ ପ୍ରଥମରେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରୁଥିଲି।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ତୁମ୍ଭମାନଙ୍କ ନିକଟ ଦେଇ ମାକିଦନିଆକୁ ଯାଇ ଓ ପୁନର୍ବାର ମାକିଦନିଆରୁ ତୁମ୍ଭମାନଙ୍କ ନିକଟକୁ ଆସି ତୁମ୍ଭମାନଙ୍କ ସାହାଯ୍ୟରେ ଯିହୂଦା ପ୍ରଦେଶକୁ ଯାତ୍ରା କରି ପାରେ, ଏଥିପାଇଁ ମୁଁ ସେହି ବିଶ୍ୱାସରେ ପ୍ରଥମରେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରୁଥିଲି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ମାସିଦୋନିଆ ଯିବାବେଳେ ଓ ସେଠାରୁ ଫେରିବାବେଳେ ତୁମ୍ଭମନଙ୍କ ନିକଟରେ କିଛି ଦିନ ରହିବାକୁ ମୋର କାର୍ଯ୍ୟକ୍ରମ ଥିଲା, କାରଣ ଯିହୁଦା ପ୍ରଦେଶକୁ ଯାତ୍ରା କରିବା ପାଇଁ ମୁଁ ତୁମ୍ଭମାନଙ୍କର ସାହାର୍ଯ୍ୟ ଦରକାର କୁଥିଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ତୁମ୍ଭମାନଙ୍କ ନିକଟ ଦେଇ ମାକିଦନିଆକୁ ଯାଇ ଓ ପୁନର୍ବାର ମାକିଦନିଆରୁ ତୁମ୍ଭମାନଙ୍କ ନିକଟକୁ ଆସି ତୁମ୍ଭମାନଙ୍କ ସାହାଯ୍ୟରେ ଯିହୂଦିୟା ପ୍ରଦେଶକୁ ଯାତ୍ରା କରିପାରେ, ଏଥିପାଇଁ ମୁଁ ସେହି ବିଶ୍ୱାସରେ ପ୍ରଥମରେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରୁଥିଲି।

Gade chapit la Kopi




୨ କରିନ୍ଥୀୟ 1:16
6 Referans Kwoze  

ସମୟ ପୁରିଗଲା ପରେ ଆମ୍ଭେ ସେଠାରୁ ବିଦାୟ ନେଲୁ। ସେତେବେଳେ ସେମାନେ ସମସ୍ତେ ସ୍ତ୍ରୀ, ପିଲାମାନଙ୍କ ସହିତ ନଗର ବାହାର ପର୍ଯ୍ୟନ୍ତ ଆମ୍ଭ ସହିତ ଆସିଲେ। ଆମ୍ଭେ ସମସ୍ତେ ସମୁଦ୍ର କୂଳରେ ଆଣ୍ଠୁମାଡ଼ି ପ୍ରାର୍ଥନା କଲୁ।


ଖ୍ରୀଷ୍ଟିୟ ମଣ୍ଡଳୀ ଦ୍ୱାରା ସେମାନଙ୍କୁ ପଠାଗଲା। ସେମାନେ ଫୈନୀକିଆ ଓ ଶମିରୋଣ ଦେଇ ଗଲେ। ଅନ୍ୟ ଜାତୀୟ ଲୋକମାନେ କିପରି ପରମେଶ୍ୱରଙ୍କ ପ୍ରତି ମନ ଫେରାଇଛନ୍ତି, ଏହା ସେମାନେ ସେଠାରେ କହିଲେ। ଏହା ଶୁଣି ଭାଇମାନେ ବହୁତ ଖୁସୀ ହେଲେ।


ଯିରୁଶାଲମଠାରେ ଥିବା ପରମେଶ୍ୱରଙ୍କ ଲୋକମାନେ ଗରିବ ଅଟନ୍ତି, ଏବଂ ମାକିଦନିଆ ଓ ଆଖାୟାର ବିଶ୍ୱାସୀ ଲୋକେ ଅର୍ଥ ସଂଗ୍ରହ କରିବା ପାଇଁ ସ୍ଥିର କରିଛନ୍ତି। ତେଣୁ ସେମାନେ ସେମାନଙ୍କର ସହାୟ ହୋଇପାରିବେ।


ଅତଏବ ତୀମଥିଙ୍କୁ କେହି ଯେପରି ଗ୍ରହଣ କରିବାକୁ ମନା ନ କରେ। ସେ ଯେପରି ମୋ’ ପାଖରେ ଆସି ପହଞ୍ଚିବେ ଏଥିପାଇଁ ତାହାଙ୍କୁ ଶାନ୍ତି ପୂର୍ବକ ଯିବାରେ ସାହାଯ୍ୟ କର। ମୁଁ ଅନ୍ୟ ଭାଇମାନଙ୍କ ସହିତ ତାହାଙ୍କ ଫେରିବା ବାଟକୁ ଗ୍ଭହିଁ ବସିଛି।


Swiv nou:

Piblisite


Piblisite