Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 11:12 - ପବିତ୍ର ବାଇବଲ

12 ମୁଁ ଯାହା କରୁଛି, ତାହା କରି ଗ୍ଭଲି ଥିବି। ସେହି ଲୋକମାନଙ୍କର ଗର୍ବ କରିବା ପାଇଁ ଯେପରି କୌଣସି କାରଣ ରହିବ ନାହିଁ, ସେଥିପାଇଁ ମୁଁ ଏପରି କରିଗ୍ଭଲିଥିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ଵେଷଣ କରନ୍ତି, ମୁଁ ଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥିନିମନ୍ତେ ମୁଁ ଯାହା କରୁଅଛି, ତାହା କରୁଥିବି।

Gade chapit la Kopi

ଓଡିଆ ବାଇବେଲ

12 କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ୱେଷଣ କରନ୍ତି, ମୁଁ ଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥି ନିମନ୍ତେ ମୁଁ ଯାହା କରୁଅଛି, ତାହା କରୁଥିବି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 କିନ୍ତୁ ବର୍ତ୍ତମାନ ମୁଁ ଯାହା କରୁଛି, ତାହା କରି ଚାଲିଥିବି। ତାହାହେଲେ, ଆମ ପରି କାର୍ଯ୍ୟ କରୁଛନ୍ତି ବୋଲି ଯେଉଁମାନେ ଦର୍ପ କରନ୍ତି, ସେମାନେ ଆଉ ତାହା କରି ପାରିବେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ୱେଷଣ କରନ୍ତି, ମୁଁ ଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥିନିମନ୍ତେ ମୁଁ ଯାହା କରୁଅଛି, ତାହା କରୁଥିବି।

Gade chapit la Kopi




୨ କରିନ୍ଥୀୟ 11:12
13 Referans Kwoze  

ଯଦି ଅନ୍ୟମାନଙ୍କର ତୁମ୍ଭଠାରେ ଏହି ଦାବୀ ଅଛି, ତେବେ ଆମ୍ଭର କ’ଣ ଏଥିରେ ଅଧିକ ଦାବୀ ନାହିଁ? କିନ୍ତୁ ଆମ୍ଭେ ଏହି ଅଧିକାର ପ୍ରୟୋଗ କରି ନାହୁଁ। ବରଂ ଖ୍ରୀଷ୍ଟଙ୍କର ସୁସମାଗ୍ଭର କାର୍ଯ୍ୟ କାଳେ ବାଧାପ୍ରାପ୍ତ ହେବ, ଏଥିପାଇଁ ଆମ୍ଭେ ସହ୍ୟ କରିଅଛୁ।


ଅତଏବ ଯୁବତୀମାନେ ବିବାହ କରନ୍ତୁ ସେମାନଙ୍କର ପିଲା-ଛୁଆ ହୁଅନ୍ତୁ ଏବଂ ସେମାନେ ନିଜ ଘରର ଯତ୍ନ ନିଅନ୍ତୁ, ମୁଁ ଏହା ଗ୍ଭହେଁ। ଯଦି ସେମାନେ ଏପରି କରିବେ, ତା'ହେଲେ ଆମ୍ଭ ଶତ୍ରୁମାନେ ସେମାନଙ୍କୁ ସମାଲୋଚନା କରିବା ପାଇଁ କୌଣସି କାରଣ ପାଇବେ ନାହିଁ।


ପ୍ରକୃତରେ ଆଉ ଅନ୍ୟ କୌଣସି ସୁସମାଗ୍ଭର ନାହିଁ। କିନ୍ତୁ କେତେକ ଲୋକ ତୁମ୍ଭମାନଙ୍କୁ ବିଭ୍ରାନ୍ତ କରାଇ ଖ୍ରୀଷ୍ଟଙ୍କ ସୁସମାଗ୍ଭରକୁ ପରିବର୍ତ୍ତନ କରିବା ପାଇଁ ଚେଷ୍ଟା କରୁଛନ୍ତି।


ଅନେକ ଲୋକ ତାହାଙ୍କର ସାଂସାରିକ ଜୀବନ ପାଇଁ ଗର୍ବ କରନ୍ତି, ସେହିଭଳି ମୁଁ ମଧ୍ୟ ଗର୍ବ କରୁଛି।


ତୁମ୍ଭମାନଙ୍କ ସହିତ ଥିବା ବେଳେ, ମୋର ଆବଶ୍ୟକତା ଗୁଡ଼ିକ ପାଇଁ ମୁଁ ତୁମ୍ଭମାନଙ୍କୁ ହଇରାଣ କରି ନାହିଁ। ଯେଉଁ ଭାଇମାନେ ମାକିଦନିଆରୁ ଆସିଥିଲେ ସେମାନେ ମୋର ସମସ୍ତ ଆବଶ୍ୟକତା ଗୁଡ଼ିକୁ ପୂରଣ କଲେ। ମୁଁ କୌଣସି ପ୍ରକାର ତୁମ୍ଭମାନଙ୍କ ଉପରେ ବୋଝ ହୋଇ ନାହିଁ ଓ ଭବିଷ୍ୟତରେ ମଧ୍ୟ କଦାପି ହେବି ନାହିଁ।


ଯେପରି ଶାସ୍ତ୍ର କୁହେ: “ଯଦି କିଏ ଗର୍ବ କରିବାକୁ ଇଚ୍ଛା କରେ, ସେ କେବଳ ପ୍ରଭୁଙ୍କଠାରେ ଗର୍ବ କରିବା ଉଚିତ୍।”


ଆମ୍ଭେ ତୁମ୍ଭମାନଙ୍କ ଆଗରେ ନିଜର ପ୍ରଶଂସା କରୁ ନାହୁଁ। ବରଂ ଆମ୍ଭେ ତୁମ୍ଭମାନଙ୍କୁ ସୁଯୋଗ ଦେଉଛୁ ଯେପରି ଆମ୍ଭ ପାଇଁ ତୁମ୍ଭେମାନେ ଗର୍ବ ଅନୁଭବ କରି ପାରିବ। ତା'ହେଲେ ପ୍ରତ୍ୟକ୍ଷ ଦିଶୁଥିବା ବିଷୟ ଗୁଡ଼ିକ ପାଇଁ ଗର୍ବ କରୁଥିବା ଲୋକକୁ ତୁମ୍ଭେମାନେ ଉତ୍ତର ଦେଇ ପାରିବ। ସେ ଲୋକମାନେ ଜଣକର ହୃଦୟରେ କ’ଣ ଅଛି, ତହିଁ ପାଇଁ ସେମାନେ ମନୋଯୋଗ କରନ୍ତି ନାହିଁ।


ତୁମ୍ଭେମାନେ କ’ଣ ଭାବୁଛ ଯେ, ଏହି ଯୋଜନାଗୁଡ଼ିକୁ କଲାବେଳେ ମୁଁ ପ୍ରକୃତରେ ଚିନ୍ତା କରି ନ ଥିଲି? ବା ଜାଗତିକ ଜ୍ଞାନରେ କରିଥିଲି, ଯେ ଏକା ସମୟରେ “ହଁ, ହଁ” କହୁଥିବା ଓ “ନା, ନା” ମଧ୍ୟ କହୁଥିବି।


ତୁମ୍ଭମାନଙ୍କ ଗର୍ବ ଓ ଅହଂଙ୍କାର ଭଲ ନୁହେଁ। ତୁମ୍ଭେମାନେ ଏହି ଉକ୍ତି ବିଷୟରେ ଜାଣିଛ ଯେ, “ଅଳ୍ପ ଟିକିଏ ଖମୀର ସମସ୍ତ ଗୋଳାମଇଦାକୁ ଫୁଲାଇ ଦିଏ।”


“କିନ୍ତୁ ପରମେଶ୍ୱର କେବେହେଲେ ବଦଳନ୍ତି ନାହିଁ। କେହି ପରମେଶ୍ୱରଙ୍କ ବିରୁଦ୍ଧରେ ଛିଡ଼ା ହୋଇ ପାରିବ ନାହିଁ। ପରମେଶ୍ୱର ଯାହା ଇଚ୍ଛା କରନ୍ତି ତାହା ସେ କରନ୍ତି।


ସେହି ସମୟରୁ ଯିହୂଦା ଯାଜକମାନଙ୍କ ହାତରେ ଯୀଶୁଙ୍କୁ ଧରାଇ ଦେବା ପାଇଁ ସୁଯୋଗର ଅପେକ୍ଷାରେ ରହିଲା।


Swiv nou:

Piblisite


Piblisite