Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 11:16 - ପବିତ୍ର ବାଇବଲ

16 ମୁଁ ପୁନର୍ବାର କହୁଛି, କେହି ମୋତେ ମୂର୍ଖ ବୋଲି ଭାବିବା ଉଚିତ୍ ନୁହେଁ। କିନ୍ତୁ ଯଦି ତୁମ୍ଭେମାନେ ମୋତେ ମୂର୍ଖ ବୋଲି ଭାବ, ତା'ହେଲେ ମୂର୍ଖକୁ ଗ୍ରହଣ କଲାଭଳି ମୋତେ ଗ୍ରହଣ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ମୁଁ ପୁନର୍ବାର କହୁଅଛି, କେହି ମୋତେ ନିର୍ବୋଧ ମନେ ନ କରୁ; କିନ୍ତୁ ଯଦି ତୁମ୍ଭେମାନେ ସେପରି ମନେ କର, ତେବେ ସୁଦ୍ଧା ମୋତେ ନିର୍ବୋଧ ପରି ଗ୍ରହଣ କର, ଯେପରି ମୁଁ ମଧ୍ୟ ଅଳ୍ପ ଦର୍ପ କରି ପାରେ।

Gade chapit la Kopi

ଓଡିଆ ବାଇବେଲ

16 ମୁଁ ପୁନର୍ବାର କହୁଅଛି, କେହି ମୋତେ ନିର୍ବୋଧ ମନେ ନ କରୁ; କିନ୍ତୁ ଯଦି ତୁମ୍ଭେମାନେ ସେପରି ମନେ କର, ତେବେ ସୁଦ୍ଧା ମୋତେ ନିର୍ବୋଧ ପରି ଗ୍ରହଣ କର,ଯେପରି ମୁଁ ମଧ୍ୟ ଅଳ୍ପ ଦର୍ପ କରି ପାରେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ମୁଁ ପୁନର୍ବାର କହୁଛି, କେହି ଯେପରି ମୋତେ ନିର୍ବୋଧ ବୋଲି ମନେ ନ କରେ। ଯଦି ସେପରି ମନେକର, ତେବେ ମୋତେ ନିର୍ବୋଧ ଭାବରେ ଗ୍ରହଣ କର, ତା’ହେଲେ ମୁଁ ଦର୍ପ କରିବାକୁ ସାମାନ୍ୟ ସୁଯୋଗ ପାଇବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମୁଁ ପୁନର୍ବାର କହୁଅଛି, କେହି ମୋତେ ନିର୍ବୋଧ ମନେ ନ କରୁ; କିନ୍ତୁ ଯଦି ତୁମ୍ଭେମାନେ ସେପରି ମନେ କର, ତେବେ ସୁଦ୍ଧା ମୋତେ ନିର୍ବୋଧ ପରି ଗ୍ରହଣ କର, ଯେପରି ମୁଁ ମଧ୍ୟ ଅଳ୍ପ ଦର୍ପ କରିପାରେ।

Gade chapit la Kopi




୨ କରିନ୍ଥୀୟ 11:16
7 Referans Kwoze  

ତୁମ୍ଭେମାନେ ମୋହର ଟକିଏ ମୂର୍ଖତା ସହି ନେଇଥିଲେ ଭଲ ହୋଇଥା’ନ୍ତା। କିନ୍ତୁ ତୁମ୍ଭେ ସତରେ ମୋ’ ପ୍ରତି ସହିଷ୍ଣୁ ଅଛ।


ଯଦିଓ ମୁଁ ନିଜ ଉପରେ ଗର୍ବ କରିବାକୁ ଗ୍ଭହିଁଲି ତଥାପି ମୁଁ ମୂର୍ଖ ନୁହେଁ, କାରଣ ମୁଁ ସତ୍ୟକଥା କହେ। କିନ୍ତୁ ମୁଁ ନିଜ ପାଇଁ ଗର୍ବ କରିବି ନାହିଁ କାରଣ ଲୋକେ ମୋ’ ବିଷୟରେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ତା'ଠାରୁ ଅଧିକ ବୋଲି ମୋତେ ଭାବନ୍ତୁ, ଏହା ମୁଁ ଇଚ୍ଛା କରେ ନାହିଁ।


ମୁଁ ମୂର୍ଖଙ୍କ ଭଳି କହିଗ୍ଭଲି ଥିଲି। କିନ୍ତୁ ଏପରି କହିବା ପାଇଁ ତୁମ୍ଭେମାନେ ମୋତେ ବାଧ୍ୟ କରିଥିଲ। ତୁମ୍ଭେମାନେ ହେଉଛ ସେହିଲୋକ, ଯେଉଁମାନେ ମୋ’ ସପକ୍ଷରେ ଭଲକଥା କହିବ। ମୁଁ କିଛି ନୁହେଁ, କିନ୍ତୁ ତଥାକଥିତ ସେହି “ମହାନ୍ ପ୍ରେରିତ”ମାନେ ମୋ'ଠାରୁ ଅଧିକ ମଧ୍ୟ ନୁହନ୍ତି।


ତୁମ୍ଭେମାନେ ଜ୍ଞାନୀ ହୋଇଥିବାରୁ ଖୁସୀରେ ମୂର୍ଖମାନଙ୍କ ପ୍ରତି ସହନଶୀଳ ହୁଅ।


ଆମ୍ଭେ ଯଦି ପାଗଳ, ତାହା ପରମେଶ୍ୱରଙ୍କ ପାଇଁ।


ମୁଁ ଗର୍ବ କରି ଗ୍ଭଲି ଥିବି। ଏହା ଦ୍ୱାରା କିଛି ଲାଭ ନାହିଁ, କିନ୍ତୁ ମୁଁ ପ୍ରଭୁଙ୍କ ପ୍ରଦତ୍ତ ‘ଦର୍ଶନ’ ଓ ‘ପ୍ରତ୍ୟାଦେଶ’ ବିଷୟରେ କହିବି।


Swiv nou:

Piblisite


Piblisite