Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 12:11 - ପବିତ୍ର ବାଇବଲ

11 ମୁଁ ମୂର୍ଖଙ୍କ ଭଳି କହିଗ୍ଭଲି ଥିଲି। କିନ୍ତୁ ଏପରି କହିବା ପାଇଁ ତୁମ୍ଭେମାନେ ମୋତେ ବାଧ୍ୟ କରିଥିଲ। ତୁମ୍ଭେମାନେ ହେଉଛ ସେହିଲୋକ, ଯେଉଁମାନେ ମୋ’ ସପକ୍ଷରେ ଭଲକଥା କହିବ। ମୁଁ କିଛି ନୁହେଁ, କିନ୍ତୁ ତଥାକଥିତ ସେହି “ମହାନ୍ ପ୍ରେରିତ”ମାନେ ମୋ'ଠାରୁ ଅଧିକ ମଧ୍ୟ ନୁହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ।

Gade chapit la Kopi

ଓଡିଆ ବାଇବେଲ

11 ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ମିଁ ନିର୍ବୋଧ ପରି ଆଚରଣ କରିଛି। ଏହା କରିବା ପାଇଁ ତୁମ୍ଭେମାନେ ମୋତେ ବଧ୍ୟ କରିଛ, କାରଣ ତୁମ୍ଭମାନଙ୍କର ଉଚିତ୍ ଥିଲା। ମୁଁ କିଛି ନ ହେଲେ ମଧ୍ୟ ତୁମ୍ଭମାନଙ୍କର ସେହି ବିଶିଷ୍ଟ ପ୍ରେରିତ ଶିଷ୍ୟମାନଙ୍କଠାରୁ କୌଣସି ଗୁଣରେ ନିକୃଷ୍ୟ ନୁହେଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋହର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ୍ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ।

Gade chapit la Kopi




୨ କରିନ୍ଥୀୟ 12:11
17 Referans Kwoze  

ମୁଁ ଭାବୁ ନାହିଁ ଯେ, ସେହି “ମହାନ ପ୍ରେରିତମାନେ” ମୋ'ଠାରୁ କୌଣସି ଗୁଣରେ ଅଧିକ।


ତୁମ୍ଭେମାନେ ମୋହର ଟକିଏ ମୂର୍ଖତା ସହି ନେଇଥିଲେ ଭଲ ହୋଇଥା’ନ୍ତା। କିନ୍ତୁ ତୁମ୍ଭେ ସତରେ ମୋ’ ପ୍ରତି ସହିଷ୍ଣୁ ଅଛ।


ପରମେଶ୍ୱରଙ୍କ ଲୋକମାନଙ୍କ ଭିତରେ ମୁଁ ଅତି କ୍ଷୁଦ୍ର ଲୋକ ଥିଲି, କିନ୍ତୁ ପରମେଶ୍ୱର ମୋତେ ଏହି ଅନୁଗ୍ରହଦାନ ଦେଲେ ଯେପରି ମୁଁ ଅଣଯିହୂଦୀମାନଙ୍କୁ ଖ୍ରୀଷ୍ଟଙ୍କ ଐଶ୍ୱର୍ଯ୍ୟପୂର୍ଣ୍ଣ ସୁସମାଗ୍ଭର କହିବି। ସେହି ଐଶ୍ୱର୍ଯ୍ୟଗୁଡ଼ିକ ଏତେ ମହାନ ଯେ ତାହାକୁ ସମ୍ପୂର୍ଣ୍ଣ ରୂପେ ବୁଝିବା ସମ୍ଭବପର ନୁହେଁ।


ମୁଁ ତୁମ୍ଭମାନଙ୍କ ସହିତ ଥିବା ବେଳେ, ଜଣେ ପ୍ରେରିତ ବୋଲି ପ୍ରମାଣିତ କରୁଥିବା କାମ ମୁଁ କରିଥିଲି। ମୁଁ ନାନାଦି ଚିହ୍ନ, ଅ‌ଦ୍‌ଭୂତ ଓ ଆଶ୍ଚର୍ଯ୍ୟଜନକ କାମ ଦେଖାଇଥିଲି। ଏ ସବୁ ମୁଁ ଅନେକ ଧୈର୍ଯ୍ୟର ସହିତ କରିଥିଲି।


ଯଦିଓ ମୁଁ ନିଜ ଉପରେ ଗର୍ବ କରିବାକୁ ଗ୍ଭହିଁଲି ତଥାପି ମୁଁ ମୂର୍ଖ ନୁହେଁ, କାରଣ ମୁଁ ସତ୍ୟକଥା କହେ। କିନ୍ତୁ ମୁଁ ନିଜ ପାଇଁ ଗର୍ବ କରିବି ନାହିଁ କାରଣ ଲୋକେ ମୋ’ ବିଷୟରେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ତା'ଠାରୁ ଅଧିକ ବୋଲି ମୋତେ ଭାବନ୍ତୁ, ଏହା ମୁଁ ଇଚ୍ଛା କରେ ନାହିଁ।


ଯଦି ଆମ୍ଭେ କଷ୍ଟରେ ରହିଛୁ, ସେଗୁଡ଼ିକ ତୁମ୍ଭମାନଙ୍କ ସାନ୍ତ୍ୱନା ଓ ପରିତ୍ରାଣ ନିମନ୍ତେ ଉଦ୍ଧିଷ୍ଟ। ଯଦି ଆମ୍ଭେ ସାନ୍ତ୍ୱନା ପାଇଛୁ, ତାହା ତୁମ୍ଭମାନଙ୍କର ପାଇଁ ଅଟେ। ଆମ୍ଭେମାନେ ଯେଉଁ ଯାତନା ସହୁ, ସେହି ଯାତନା ଧୈର୍ଯ୍ୟ ପୂର୍ବକ ସହିବା ପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତି।


ପାଉଲ, କେଫା ବା ପିତର; ଜଗତ ଜୀବନ ବା ମୃତ୍ୟୁ; ବର୍ତ୍ତମାନ ବା ଭବିଷ୍ୟତ ସମସ୍ତ ହିଁ ତୁମ୍ଭମାନଙ୍କର।


ତୁମ୍ଭମାନଙ୍କ କ୍ଷେତ୍ରରେ ସେହି ଏକା କଥା ହେବ। ତୁମ୍ଭମାନଙ୍କୁ ଦିଆଯାଇଥିବା କାମତକ କରି ଦେବା ପରେ ତୁମ୍ଭମାନଙ୍କର କହିବା ଉଚିତ୍ ଯେ, ‘ଆମ୍ଭେମାନେ କୌଣସି ବିଶେଷ ଧନ୍ୟବାଦ ପାଇବାକୁ ଯୋଗ୍ୟ ନୋହୁଁ। କାରଣ ଆମ୍ଭେ ଅଯୋଗ୍ୟ ଗ୍ଭକର ଓ ଆମ୍ଭର ଯାହା କରିବା ଉଚିତ୍, ଆମ୍ଭେ କେବଳ ତାହା ହିଁ କରିଛୁ।’”


ନିଜକୁ ପ୍ରଶଂସା କର ନାହିଁ, ଅନ୍ୟମାନେ ତୁମ୍ଭକୁ ପ୍ରଶଂସା କରନ୍ତୁ।


ମୋ’ ପାଖରେ ଭାବବାଣୀ କହିବାର ଶକ୍ତି ଥାଇପାରେ, ମୁଁ ପରମେଶ୍ୱରଙ୍କ ସମସ୍ତ ନିଗୂଢ଼ତତ୍ତ୍ୱ ଜାଣି ଥାଇପାରେ, ମୋର ସମସ୍ତ ଜ୍ଞାନ ଥାଇପାରେ, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଇପାରେ, କିନ୍ତୁ ଯଦି ମୋ'ଠାରେ ପ୍ରେମ ନାହିଁ, ତା'ହେଲେ ମୁଁ କିଛି ନୁହେଁ।


ଆମ୍ଭେ କ’ଣ ପୁନର୍ବାର ନିଜ ପ୍ରଶଂସା ନିଜେ କରିବାକୁ ଆରମ୍ଭ କରିଅଛୁ? ଆମ୍ଭେ କ’ଣ ତୁମ୍ଭମାନଙ୍କଠାରୁ ବା ତୁମ୍ଭମାନଙ୍କ ପାଖକୁ ପ୍ରଶଂସା ପତ୍ର ନେବା ଦରକାର କି? କେତେକ ଲୋକ ଏପରି କରନ୍ତି।


ଆମ୍ଭେ ଯଦି ପାଗଳ, ତାହା ପରମେଶ୍ୱରଙ୍କ ପାଇଁ।


ଯଦି ଜଣେ ଅତି ନଗନ୍ୟ ହୋଇଥିଲେ ହେଁ ନିଜକୁ ମହାନ୍ ବୋଲି ଭାବେ, ତେବେ ସେ ନିଜକୁ ପ୍ରତାରଣା କରେ।


Swiv nou:

Piblisite


Piblisite